ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ନୂତନ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ‘ମହାପ୍ରଭୁଙ୍କ କୃପାରୁ ବର୍ଷ ୨୦୨୧ ସମସ୍ତଙ୍କ ପାଇଁ ସୁଖ, ସମୃଦ୍ଧି ଓ ପ୍ରଗତିର ବର୍ଷ ହେଉ ବୋଲି ମୁଖ୍ୟମନ୍ତ୍ରୀ କାମନା କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.