ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟବାସୀଙ୍କୁ ହୋଲିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରଙ୍ଗ ଓ ଆନନ୍ଦର ପର୍ବ ହୋଲି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ।

 ନିଜକୁ ତଥା ବନ୍ଧୁ ପରିଜନଙ୍କୁ ସୁରକ୍ଷିତ ରଖିବା ପାଇଁ ଚଳିତ ବର୍ଷ ଘରେ ରହି ହୋଲି ପାଳନ କରିବାକୁ ପରାମର୍ଶ ଦେଇଛନ୍ତି । କୋଭିଡ୍‌ଠାରୁ ଦୂରେଇ ରହିବା ପାଇଁ ନିୟମ କଡାକଡି ପାଳନ ସମସ୍ତଙ୍କର ସଙ୍କଳ୍ପ ହେଉ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.