ଆସନ୍ତାକାଲିଠୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତିନି ଦିନିଆ ଦିଲ୍ଲୀ ଗସ୍ତ, ପ୍ରଧାନମନ୍ତ୍ରୀଙ୍କ ସହ ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ କରିବେ ଆଲୋଚନା

ଭୁବନେଶ୍ବର(କେନ୍ୟୁଜ୍‌): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତିନିଦିନିଆ ଦିଲ୍ଲୀ ଗସ୍ତ । ଆସନ୍ତାକାଲି ଅପରାହ୍ନ ୧୨ଟାରେ ଦିଲ୍ଲୀରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ । ୩୧ ତାରିଖ ଦିନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ମୁଖ୍ୟମନ୍ତ୍ରୀସାକ୍ଷାତ କରିବା ସମ୍ଭାବନା ରହିଛି ।

ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଜୁନ ୧ ତାରିଖ ସାଢ଼େ ୧୧ଟାରେ ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ବାହାରି ଦିନ ଦୁଇଟାରେ ଭୁବନେଶ୍ୱର ପହଞ୍ଚିବେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.