ରାୟଗଡ଼ା କାଶୀପୁରରେ ଅଜଣା ରୋଗରେ ମୃତ୍ୟୁ ଘଟଣାରେ ତଦନ୍ତ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ଅଜଣା ରୋଗରେ ମୃତ୍ୟୁ ଘଟଣାରେ କାରଣ ଜାଣିବାକୁ ସ୍ବାସ୍ଥ୍ୟ ବିଭାଗ ଓ ଆରଏମଆରସିକୁ ତଦନ୍ତ ନିର୍ଦ୍ଦେଶ ଦିଆଯାଇଛି । ସ୍ଥିତି ସ୍ବାଭାବିକ କରିବା ପାଇଁ ଆବଶ୍ୟକ ସ୍ଥଳେ ସମସ୍ତ ପ୍ରକାର ପଦକ୍ଷେପ ନେବାକୁ ନିର୍ଦ୍ଦେଶ ରହିଛି । ସେହିପରି ମାନୁଷପଦର ଗାଁକୁ ତୁରନ୍ତ ସ୍ବଚ୍ଛ ପାନୀୟ ଜଳ ସହ ଯାତାୟତ ନେଇ ଉପଯୋଗୀ ରାସ୍ତା ନିର୍ମାଣ କରିବାକୁ ପଞ୍ଚାୟତିରାଜ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି । କାଶୀପୁର ବ୍ଳକ ଡଙ୍ଗାସିଲ ପଞ୍ଚାୟତର ଦୁର୍ଗମ ଅଗମ୍ୟ ମନୁଶପଦର ଗାଁରେ ୫ ଜଣ ଶିଶୁ ମୃତ୍ୟୁବରଣ କରିଛନ୍ତି ।
କାକଟପୁର (କେନ୍ୟୁଜ): ପାଗଳ ବିଲୁଆ ଆତଙ୍କରେ ଥରହର ହେଉଛନ୍ତି ଗାଁ ଲୋକେ । ଅସ୍ତରଙ୍ଗ ନିକଟ ବେଗୁନିଆବସ୍ତ ଗାଁରେ ଏକ…
ଯାଜପୁର (କେନ୍ୟୁଜ) : ଚାଲିଛି ସଂଘର୍ଷପୂର୍ଣ୍ଣ ଲଢେଇ । କର ବା ମର ପରିସ୍ଥିତି । ଏପଟେ ଗ୍ୟାଲେରୀରେ ଦର୍ଶକଙ୍କ…
ଭୁବନେଶ୍ୱର : ପ୍ରଚଣ୍ଡ ଗୁଳୁଗୁଳି ପରେ ବଦଳିଲା ପାଗ । ରାଜଧାନୀରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା । ଅସହ୍ୟ…
ବାବାଙ୍କ ଭକ୍ତିରେ ଲୀନ ଶ୍ରଦ୍ଧାଳୁ । ସମସ୍ତଙ୍କ ମୁହଁରେ ଗୋଟାଏ ଶଦ୍ଦ ବାବା.. ଭୋଲେନାଥ.. । ଦେବ ଦେବ ମହାଦେବଙ୍କୁ…
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…