ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ T ଥ୍ରୀ ମନ୍ତ୍ର । ଜୟଦେବ ଭବନରେ ଆୟାଜିତ OPTCL କର୍ମଚାରୀଙ୍କୁ ନିଯୁକ୍ତି ପତ୍ର ଦେବା ବେଳେ ନବୀନ T3 – ଟିମ୍ଓ୍ଵାର୍କ,ଟ୍ରାନ୍ସପରେନ୍ସି ଓ ଟେକ୍ନୋଲୋଜିର ମନ୍ତ୍ର ଦେଇଛନ୍ତି । ସେହିପରି OPTCLର ନିଯୁକ୍ତି ପ୍ରକ୍ରିୟାକୁ ମୁଖ୍ୟମନ୍ତ୍ରୀ ପ୍ରଶଂସା କରିଛନ୍ତି । ଏହି ଅବସରରେ ଶକ୍ତିମନ୍ତ୍ରୀ ସୁଶାନ୍ତ ସିଂହଙ୍କ ସମେତ ବହୁ ଅଧିକାରୀ ଉପସ୍ଥିତ ଥିଲେ ।