ରାଜ୍ୟ

ବିଜୟ ଉତ୍ସବରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ, ‘ଲୋକଙ୍କ ପାଇଁ କାମ କରିବା ହିଁ ସୁଶାସନ’

କେନ୍ୟୁଜ୍(ବ୍ୟୁରୋ): ବିଜୟ ଉତ୍ସବରେ ବିରୋଧୀଙ୍କୁ ନବୀନଙ୍କ ଟାର୍ଗେଟ । ସିଙ୍ଗଲ୍‌ କି ଡବଲ ଇଞ୍ଜିନ ନୁହଁ, ସୁଶାସନ ଗୁରୁତ୍ୱପୂର୍ଣ୍ଣ । ସୁଶାସନ ଓ ଲୋକାଭିମୁଖୀ କାର୍ଯ୍ୟ ଗୁରୁତ୍ୱପୂର୍ଣ୍ଣ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡିର ବିପୁଳ ବିଜୟର ଶ୍ରେୟ ଝାରସୁଗୁଡ଼ାବାସୀ ଓ ମହିଳା ଶକ୍ତିଙ୍କର। ବିଜୟ ପରେ ଭୁବନେଶ୍ୱରରେ ଶଙ୍ଖ ଭବନରେ ବିଜୟ ଉତ୍ସବ ପାଳନରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।

ଝାରସୁଗୁଡ଼ା ଅଞ୍ଚଳର ଉନ୍ନତି ପାଇଁ ବିଜେଡି ତାର ଉଦ୍ୟମକୁ ଆହୁରି ଜୋରଦାର କରିବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏହି ଅବସରେ ବିରୋଧୀ ଦଳଙ୍କୁ ଟାର୍ଗେଟ କରିଛନ୍ତି ନବୀନ। ପଦ୍ମପୁରରେ ମହିଳା ପ୍ରାର୍ଥୀଙ୍କୁ ଗାଳି ଦେଇଥିଲେ ବିରୋଧୀ । ବାପାକୁ ହରାଇଥିବା ଝିଅମାନଙ୍କୁ ଗାଳି କରିଛନ୍ତି ବିରୋଧୀ । ତୃଣମୂଳସ୍ତରରେ କାମ କରୁଥିବା ମହିଳାଙ୍କୁ ଅସମ୍ମାନ କରିଛନ୍ତି । ଓଡ଼ିଶାବାସୀ କେବେବି ମା ମାନଙ୍କ ପ୍ରତି ଏଭଳି ଅସମ୍ମାନକୁ ବରଦାସ୍ତ କରିନାହାନ୍ତି ବୋଲି ସେ କହିଛନ୍ତି। ନବବାବୁ ଆରମ୍ଭ କରିଥିବା ବିକାଶକୁ ଆଗେଇ ନିଆଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

KNews Bureau

Recent Posts

ପୁରୀ ବାଣ ବିସ୍ଫୋରଣ ଦୁର୍ଘଟଣା, ମୃତ୍ୟୁ ସଂଖ୍ୟା ୧୩କୁ ବୃଦ୍ଧି

ପୁରୀ : ପୁରୀ ବାଣ ବିସ୍ଫୋରଣ ଘଟଣାରେ ବଢିଲା ମୃତ୍ୟୁ ସଂଖ୍ୟା । ଆଉ ୨ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ…

10 mins ago

ତିହାର ଜେଲରେ ପହଞ୍ଚିଲେ କେଜ୍ରିଓ୍ଵାଲ, ଯିବା ପୂର୍ବରୁ କହିଲେ… ଆପଣ ଖୁସିରେ ରହିଲେ ମୁଁ ଖୁସିରେ ରହିବି

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆପର ସଂଯୋଜକ ଅରବିନ୍ଦ କେଜ୍ରିଓ୍ଵାଲ ତିହାର ଜେଲରେ ସରେଣ୍ଡର କରିଛନ୍ତି । ସୁପ୍ରିମ କୋର୍ଟ ତାଙ୍କୁ…

47 mins ago

ନିର୍ଵାଚନ ପରବର୍ତ୍ତୀ ହିଂସା, ଦୁଇ ପରିବାରରୁ ୭ ଆହତ

ଆଳି : କେନ୍ଦ୍ରାପଡା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ଠାକୁରପାଟଣା ଗାଁରେ ନିର୍ବାଚନୀ ପରବର୍ତ୍ତୀ ହିଂସା । ଦୁଇ ପରିବାର…

49 mins ago

ଟାୱାର ଖୁଣ୍ଟରୁ ଡେଇଁ ଜୀବନ ହାରିଲେ ଯୁବକ, ମୃତ୍ୟୁର କାରଣ ଅସ୍ପଷ୍ଟ

ନୂଆଗଡ : ଯୁବକ ଜଣକ ନୂଆଗଡ ଗାଁର କୈଳାଶ ସୁବୁଦ୍ଧିଙ୍କ ପୁଅ ନାରାୟଣ ସୁବୁଦ୍ଧି ବୋଲି ଜଣାପଡିଛି । ମୃତ୍ୟୁର…

1 hour ago

ବିବାହ ବନ୍ଧନରେ ଆବଦ୍ଧ ହେଲେ ଭେଙ୍କଟେଶ ଆୟର, ଶ୍ରୁତି ରଘୁନାଥନଙ୍କ ଧରିଲେ ହାତ

ଭାରତୀୟ ଟିମ୍‌ର ଖେଳାଳି ତଥା କୋଲକାତା ନାଇଟ୍ ରାଇଡର୍ସ(KKR)ର ଷ୍ଟାର୍ ଅଲରାଉଣ୍ଡର ଭେଙ୍କଟେଶ ଆୟର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି…

1 hour ago

ଗରମରୁ ଏଭଳି ବଞ୍ଚାନ୍ତୁ ନିଜ ଫୋନ, ନଚେତ ହୋଇପାରେ ଅନେକ ସମସ୍ୟା

ଗ୍ରୀଷ୍ମ ଋତୁ ଆସିବା ସହିତ ଇଲେକ୍ଟ୍ରୋନିକ୍ ଡିଭାଇସରେ ଅଗ୍ନି ଏବଂ ବିସ୍ଫୋରଣ ଘଟଣା ମଧ୍ୟ ବଢ଼ିବାରେ ଲାଗିଛି । ଶୀତ…

2 hours ago