ରାଜ୍ୟ

ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ ୧୬ରେ

ଭୁବନେଶ୍ବର : ୧୬ରେ ଭୁବନେଶ୍ବରରେ ମୁଖ୍ୟମନ୍ତ୍ରୀଙ୍କ ରୋଡ ସୋ । ଭୁବନେଶ୍ବର ମଧ୍ୟ ନିର୍ବାଚନ ମଣ୍ଡଳୀ ପାଇଁ ରୋଡ ସୋ କରିବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଗଙ୍ଗନଗର ଛକରୁ ରୋଡ ସୋ ବାହାରି LIC ଅଫିସ, ଗୋପବନ୍ଧୁ ଛକ, ଡିଏଭି ଛକ, ନୂଆସାହି , ବେହେରା ସାହି, ନିକୋ ପାର୍କ ଛକ , ବାୟାବାବା ମଠ ଦେଇ ଜନପଥ ପର୍ଯ୍ୟନ୍ତ ଯିବ ।

ମୁଖ୍ୟମନ୍ତ୍ରୀ ଙ୍କ ରୋଡ଼ ସୋ ବେଳେ ବ୍ୟାରିକେଡ଼ିଂ କରାଯିବ । ଲକ୍ଷାଧିକ ଲୋକଙ୍କ ସମାଗମ ସମ୍ଭାବନା ଥିବାରୁ କର୍ଡନ ଉପରେ ଅଧିକ ଗୁରୁତ୍ୱ ଦିଆଯିବ । ରୋଡ ସୋ ବେଳେ ବରିଷ୍ଠ ପୋଲିସ ଅଫିସର ମାନେ ଉପସ୍ଥିତ ରହିବେ । ଉଚ୍ଚ ବିଲ୍ଡିଂ ମାନଙ୍କରେ ସୁରକ୍ଷାକର୍ମୀ ମଧ୍ୟ ନିୟୋଜିତ ରହିବ । ରୋଡ ସୋ ସମୟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି ନେଇ ସୂଚନା ଦେଇଛନ୍ତି ଡିସିପି ପ୍ରତୀକ ସିଂ ।

Niharanjan

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

3 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

5 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

5 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

5 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

6 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

6 hours ago