କଣ୍ଟବାଞ୍ଜି : ଓଡ଼ିଶାରେ ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର। ଫୋକସରେ ପଶ୍ଚିମ ଓଡ଼ିଶା। ପ୍ରଧାନମନ୍ତ୍ରୀଙ୍କ ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ କ୍ୟାମ୍ପେନ । କଣ୍ଟବାଞ୍ଜି ନିର୍ବାଚନମଣ୍ଡଳୀରେ ଦୁଇଟି ନିର୍ବାଚନୀ ସଭା, ବଲାଙ୍ଗୀର ଏବଂ ବରଗଡ଼ରେ ସଭାରେ ଯୋଗଦେବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ।
ଏଥର ହିଞ୍ଜିଳି ସହ କଣ୍ଟାବାଞ୍ଜି ବିଧାନସଭା ଆସନରୁ ଲଢୁଛନ୍ତି ନବୀନ । ହିଞ୍ଜିଳିରେ ପ୍ରଚାର ସାରିଥିବା ବେଳେ କଣ୍ଟାବାଞ୍ଜିରେ ଆଜି କ୍ୟାମ୍ପନିଂ କରିବେ । ଆଜି ୧୧ଟାରେ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ସିନ୍ଧିକେଲାରେ ଜନସମାବେଶକୁ ସମ୍ବୋଧନ କରିବେ । ଏହା ପରେ ୧୧ଟା ୪୫ରେ କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀର ମୁରିବାହାଲରେ ନିର୍ବାଚନୀ ସଭାରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ।
ଅପରାହ୍ଣ ୧୨ଟା ୫୦ରେ ବଲାଙ୍ଗୀରରେ ସଭାରେ ଉଦବୋଧନ ଦେବେ । ଅପରାହଣ ୪ଟାରେ ବରଗଡ଼ ଜର୍ଜ ହାଇସ୍କୁଲ ପଡ଼ିଆରେ ଆୟୋଜିତ ସଭାରେ ଯୋଗଦେଇ ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ନବୀନ ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…