ଏ ବର୍ଷ ଜନ୍ମଦିନ ପାଳିବେ ନାହିଁ ମୁଖ୍ୟମନ୍ତ୍ରୀ, ମେକ ଇନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ହାଇଦ୍ରାବାଦ ଯିବେ ନବୀନ

କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ଜନ୍ମଦିନ ଆସନ୍ତା କାଲି ଅକ୍ଟୋବର ୧୬ ତାରିଖରେ ରବିବାର ଦିନ ପଡୁଛି । ତେବେ ମୁଖ୍ୟମନ୍ତ୍ରୀ  ମେକ ଇନ ଓଡ଼ିଶା କାର୍ଯ୍ୟକ୍ରମ ପାଇଁ ରବିବାର ହାଇଦ୍ରାବାଦ ଗସ୍ତରେ ଯାଉଥିବାରୁ ଜନ୍ମ ଦିନର ଶୁଭେଚ୍ଛା ଜଣାଇବାକୁ ନବୀନ ନିବାସ ନ ଆସିବାକୁ ସେ ଶୁଭେଛୁ ମାନଙ୍କୁ ଅନୁରୋଧ ଜଣାଇଛନ୍ତି । ଓଡ଼ିଶା ବାସୀଙ୍କ ସ୍ନେହ, ଶ୍ରଦ୍ଧା ଓ ଆଶୀର୍ବାଦ ପାଇଁ ସେ ସବୁବେଳେ ୠଣୀ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.