ଭୁବନେଶ୍ବର : ଦେଶବାସୀଙ୍କୁ ଇଦର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମସ୍ତଙ୍କ ସୁଖ, ଶାନ୍ତି, ଓ ସମୃଦ୍ଧି କାମନା କରିଛନ୍ତି ।
ଅପରପକ୍ଷେ ସାରା ଦେଶରେ ଆଜି ପାଳନ ଇଦ୍ ହେଉଛି । ତେବେ କରୋନା କଟକଣା ଭିତରେ ଆଜି ମୁସଲମାନ ଭାଇ ଭଉଣୀମାନେ ପାଳନ କରୁଛନ୍ତି ଇଦ୍। ଇଦ୍ଗାହ ଓ ମସଜିଦରେ ସମୁହ ନମାଜ ପାଠ ନକରିବାକୁ ସରକାରଙ୍କ କଡା ନିର୍ଦ୍ଦେଶ ରହିଛି।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…