ଭୁବନେଶ୍ଵର (କେନ୍ୟୁଜ): କରୋନା ସଂକ୍ରମଣ ଏବଂ ତଦ୍ଜନିତ ଲକ୍ଡାଉନ ଓ ସଟ୍ଡାଉନ ଗରିବ ଲୋକଙ୍କ ଜୀବିକା ଉପରେ ବିଶେଷ ପ୍ରଭାବ ପକାଇଛି। ତେଣୁ ଗରିବ ଲୋକଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମାନଙ୍କୁ ଜୁଲାଇରୁ ନଭେମ୍ବର ପର୍ଯ୍ୟନ୍ତ ୫ ମାସ ମାଗଣାରେ ଡାଲି ଓ ଚାଉଳ ସାଧାରଣ ବଣ୍ଟନ ବ୍ୟବସ୍ଥା ଜରିଆରେ ଯୋଗାଇଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।
ଏହି ଯୋଜନା ମାଧ୍ୟମରେ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାର ହିତାଧିକାରୀ ମାନଙ୍କୁ ପ୍ରତି ମାସରେ ମୁଣ୍ଡପିଛା ୫ କେଜି ଲେଖାଏଁ ଚାଉଳ ୫ ମାସ ପାଇଁ ମାଗଣା ଯୋଗାଇ ଦିଆଯିବ। ଏହାସହିତ ପ୍ରତି ମାସରେ ପରିବାର ପିଛା ଏକ କେଜି ଲେଖାଏ ଡାଲି ମଧ୍ୟ ନଭେମ୍ବର ପର୍ଯ୍ୟନ୍ତ ମାଗଣାରେ ଯୋଗାଇ ଦିଆଯିବ। ଏହାଦ୍ବାରା ଜାତୀୟ ଖାଦ୍ୟ ସୁରକ୍ଷା ଯୋଜନାର ସୁବିଧାରୁ ବାଦ ପଡିଥିବା ଲକ୍ଷ ଲକ୍ଷ ହିତାଧିକାରୀମାନେ ଉପକାର ପାଇପାରିବେ।
ମେଷ: ଆଜି ଆପଣଙ୍କ ପାଇଁ ଦିନଟି ମିଶ୍ରିତ ରୂପେ ଲାଭଦାୟକ ରହିବ । ପାରିବାରିକ ସମ୍ପର୍କ ମଧୁର ହେବ ।…
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀଙ୍କ ମୌସୁମୀ ଋତୁରେ ସମ୍ଭାବ୍ୟ ବନ୍ୟା ପରିଚାଳନାର ପ୍ରସ୍ତୁତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ। ଜଳସମ୍ପଦ ବିଭାଗର ବରିଷ୍ଠ…
ଉମରକୋଟ: ଶିକ୍ଷା ମନ୍ତ୍ରୀଙ୍କ ଅଚାନକ ବିଦ୍ୟାଳୟ ପରିଦର୍ଶନ । ନବରଙ୍ଗପୁର ଜିଲ୍ଲା ଉମରକୋଟ ସ୍ଥିତ ସରକାରୀ ପ୍ରାଥମିକ ବିଦ୍ୟାଳୟ ଡାଙ୍ଗରୀଗୁଡାକୁ…
ଭୁବନେଶ୍ୱର : କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କୁ ଆଇଏସଟିଇ ଜୀବନବ୍ୟାପୀ ସାଧନା ପୁରସ୍କାର ପ୍ରଦାନ କରାଯାଇଛି।…
ସ୍ନାନବେଦୀରେ ଶ୍ରୀଜୀଉଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଶ୍ରୀଜୀଉଙ୍କୁ ସସ୍ତ୍ରୀକ ଦର୍ଶନ କରିଛନ୍ତି। ସ୍ନାନବେଦୀରେ ଚତୁର୍ଦ୍ଧାମୂର୍ତ୍ତିଙ୍କ ଗଜାନନ ବେଶରେ…
ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆସନ୍ତାକାଲିଠୁ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ । ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ବ…