Below header

କେନ୍ଦୁଝର ଟ୍ରକ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ, ପ୍ରଦାନ କଲେ ୩ ଲକ୍ଷ ଟଙ୍କା ସହାୟତା ରାଶି

କେନ୍ଦୁଝର ଜିଲ୍ଲା ଷଠୀଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି।

ଭୁବନେଶ୍ୱର (କେନ୍ୟୁଜ): ଗତ ରାତିରେ କେନ୍ଦୁଝର ଜିଲ୍ଲା ଷଠୀଘର ଠାରେ ହୋଇଥିବା ଟ୍ରକ ଦୁର୍ଘଟଣାରେ ପାଞ୍ଚ ଜଣ ଲୋକଙ୍କ ମୃତ୍ୟୁ ଘଟିଛି ।ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟ ତମ ଆତ୍ମୀୟଙ୍କ ପାଇଁ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ଘୋଷଣା କରିଛନ୍ତି। ଏବଂ ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି।

ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.