ରାଜ୍ୟ

ଦିଲ୍ଲୀରେ ସରିଲା ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ: ସମସ୍ତ ବକେୟା ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ଆବାସିକ କମିଶନଙ୍କୁ ଦେଲେ ନିର୍ଦ୍ଦେଶ

କେନ୍ୟୁଜ୍(ବ୍ୟୁରୋ): ଦିଲ୍ଲୀରେ ସରିଲା ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ । ରାଜ୍ୟର ସ୍ୱାର୍ଥ ସମ୍ବଳିତ ବିଭିନ୍ନ ପ୍ରକଳ୍ପ ସଂପର୍କରେ ଓଡ଼ିଶାର ଆବାସିକ କମିଶନର ରବିକାନ୍ତଙ୍କ ସହ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସମସ୍ତ ବକେୟା ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଅନ୍ୟ ବରିଷ୍ଠ ଅଧିକାରୀଙ୍କ ସହ ବିଭିନ୍ନ ପ୍ରକଳ୍ପ ନେଇ ଆଲୋଚନା କରିଛନ୍ତି । ରାଜ୍ୟର ହିତ ସମ୍ବଳିତ ବିଭିନ୍ନ ଯୋଜନା ସମ୍ପର୍କରେ ବୈଠକରେ ବିସ୍ତୃତ ଭାବେ ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ଜାତୀୟ ରାଜପଥ ନିର୍ମାଣ, ରେଳପଥ ବିକାଶ ଓ ସମ୍ପ୍ରସାରଣ ବାବଦରେ ମଧ୍ୟ ଆଲୋଚନା ହୋଇଛି । ସେହିଭଳି ଶିକ୍ଷା, ସ୍ୱାସ୍ଥ୍ୟ, ପାନୀୟ ଜଳ ଯୋଗାଣ ଭଳି କିଛି ଗୁରୁତ୍ୱପର୍ଣ୍ଣ ପ୍ରସଙ୍ଗରେ ମୂଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି । ବୈଠକରେ ଫାଇଭ ଟି ସଚିବ ଭି କେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ । …ଏନେଇ ଓଡ଼ିଶାର ଆବାସିକ କମିଶନର ରବି କାନ୍ତଙ୍କ ସହ ଅଧିକ ଆଲୋଚନା କରିଛନ୍ତି କଳିଙ୍ଗ ଟିଭି ଦିଲ୍ଲୀ ବ୍ୟୁରୋ ହେଡ ଆଶୁତୋଷ ରାଉତ

KNews Bureau

Recent Posts

ନିଖୋଜ ଥିଲେ ଏବେ ଜଙ୍ଗଲରୁ ମୃତ ଦେହ ଉଦ୍ଧାର, ହତ୍ୟା କରାଯାଇଥିବା ସନ୍ଦେହ

ଆଠଗଡ(କେନ୍ୟୁଜ୍‌) : ଆଠଗଡ଼ ଥାନା ଅନ୍ତର୍ଗତ ଗୋପୀବଲ୍ଲଭ ପୁର ସିଜୁ ମୁଣ୍ଡିଆ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର…

7 mins ago

ମୁମ୍ବାଇ: ଛକ୍କା ମାରି ହଠାତ୍‌ ତଳେ ପଡ଼ିଗଲେ ଯୁବକ, ହୃଦ୍‌ଘାତରେ ହେଲା ମୃତ୍ୟୁ

କ୍ରିକେଟ୍‌ ଖେଳିବା ସମୟରେ ହଠାତ୍‌ ଆସିଲା ହୃଦ୍‌ଘାତ । ଫଳରେ ସେଇଠି ହିଁ ଟଳିପଡ଼ିଲେ ଯୁବକ । ଘଟଣା ଘଟିଛି…

27 mins ago

କେବେ ଆରମ୍ଭ ହୋଇଥିଲା World Bicycle Day? ଜାଣନ୍ତୁ କ’ଣ ଥିଲା ଏହାର ଉଦ୍ଦେଶ୍ୟ

ସାଇକେଲ ଚଳାଇବା ସ୍ୱାସ୍ଥ୍ୟ ପାଇଁ ଖୁବ ଲାଭଦାୟକ ହୋଇଥାଏ । ସେଥିପାଇଁ ପ୍ରତିବର୍ଷ ବିଶ୍ୱ ସାଇକେଲ ଦିବସ ଆଜି ଅର୍ଥାତ୍…

27 mins ago

ଟି୨୦ ବିଶ୍ୱକପ : ଅଧିନାୟକ ରୋହିତ ଶର୍ମାଙ୍କ ଫଟୋକୁ ନେଇ କରାଯାଇଛି କଦର୍ଥ, ଫ୍ୟାନ୍‌ ଦେଲେ ମୁହଁତୋଡ ଜବାବ

ଆଇସିସି ଟି୨୦ ବିଶ୍ୱକପ ମହାକୁମ୍ଭ ଆରମ୍ଭ ହୋଇଛି । ଲଗାତାର ଦ୍ୱିତୀୟ ଥର ପାଇଁ ରୋହିତ ଶର୍ମା ଭାରତୀୟ ଟିମର…

50 mins ago

ହସପିଟାଲ ବେଡରୁ ଦୁବାଇ ପାର୍ଟିରେ ପହଞ୍ଚିଲେ ରାକ୍ଷୀ ! ଫ୍ୟାନ୍ସ କଲେ ଟ୍ରୋଲ

ରାକ୍ଷୀ ସାୱନ୍ତ ଗତ କିଛି ଦିନ ହେବ ତାଙ୍କ ସ୍ୱାସ୍ଥ୍ୟ ଖରାପ ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି । କିଛି…

1 hour ago

ଗୋଟିଏ ମିନିଟରେ ହେବ ସ୍ମାର୍ଟଫୋନ ଚାର୍ଜ, ଆସିଲା ଫାଷ୍ଟ ଚାର୍ଜିଂ ଟେକ୍ନୋଲୋଜି

ସ୍ମାର୍ଟଫୋନ୍ ଓ ଇଲେକ୍ଟ୍ରିକ୍‌ ଗାଡ଼ି ର ଆବଶ୍ୟକତା ଆମ ଜୀବନରେ ବଢ଼ିବାରେ ଲାଗିଛି । ଏହି ସ୍ମାର୍ଟଫୋନ ଓ ଇଲେକ୍ଟ୍ରିକ୍‌…

1 hour ago