Below header

ରାଉରକେଲାରେ ମୁଖ୍ୟ ସଚିବ ଓ 5T ସଚିବ, ସର୍ବବୃହତ ହକି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟର କରୁଛନ୍ତି ତଦାରଖ

ରାଉରକେଲା(କେନ୍ଯୁଜ୍): ରାଉରକେଲାରେ ମୁଖ୍ୟ ସଚିବ ସୁରେଶ ମହାପାତ୍ର ଓ 5T ସଚିବ ଭି.କେ ପାଣ୍ଡିଆନ୍‌। BPUT ପରିସରରେ ନିର୍ମିତ ହେଉଥିବା ଅନ୍ତର୍ଜାତୀୟ ସ୍ତରର ଦେଶର ସର୍ବବୃହତ ହକି ଷ୍ଟାଡିୟମ୍‌ ନିର୍ମାଣ କାର୍ଯ୍ୟ ତଦାରଖ କରୁଛନ୍ତି । ଏହାସହ ବିଭାଗୀୟ ଓ ପ୍ରଶାସନିକ ଅଧିକାରୀଙ୍କ ସହ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିବା କାର୍ଯ୍ୟକ୍ରମ ରହିଛି।

୨୦୨୨ ଜୁଲାଇ ସୁଦ୍ଧା ହକି ଷ୍ଟାଡିୟମ୍‌ ନିର୍ମାଣ କାମ ଶେଷ କରିବା ଲକ୍ଷ୍ୟ ରହିଛି । ସେହିପରି ଶିଳ୍ପ ସଚିବ, ରାଜ୍ୟ କ୍ରୀଡା ଓ ଯୁବ ବ୍ୟାପାର ସଚିବ ଓ IDCO ଏମ୍‌ଡି ମଧ୍ୟ ରାଉରକେଲା ଯାଇଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.