ରାଜ୍ୟ

ଲୋକସେବା ଭବନ ଆଗରେ ଘଣ୍ଟି ବାଡାଇ,ତାଳି ମାରି ସେବାରେ ନିୟୋଜିତ ଅଧିକାରୀ ଓ କର୍ମଚାରୀଙ୍କୁ କୃତଜ୍ଞତା ଜଣାଇଲେ ମୁଖ୍ୟ ଶାସନ ସଚିବ

କେନ୍ୟୁଜ୍(ବ୍ୟୁରୋ): ଲୋକସେବା ଭବନ ଆଗରେ ଘଣ୍ଟି ବାଡାଇବା ସହ ତାଳି ମାରିଥିଲେ ମୁଖ୍ୟ ଶାସନ ସଚିବ। ଫାଇଭ ଟି ସଚିବ ଭି କେ ପାଣ୍ଡିଆନ, କୋଭିଡ୍‌ ୧୯ ମୁଖ୍ୟ ମୁଖପାତ୍ର ସୁବ୍ରତ୍‌ ବାଗଚୀ, ଉନ୍ନୟନ କମିଶନର ସୁରେଶ ମହାପାତ୍ର, ସ୍ୱାସ୍ଥ୍ୟ ସଚିବ ନିକୁଞ୍ଜ ଧଳ, ଏନ୍‌ଏଚ୍‌ଏମ୍‌ ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ ମଧ୍ୟ ତାଳି ମାରି ସେବାରେ ନିୟୋଜିତ ଅଧିକାରୀ ଓ କର୍ମଚାରୀଙ୍କୁ କୃତଜ୍ଞତା ଜଣାଇଥିଲେ।

 

KNews Bureau

Recent Posts

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ପେଟ୍ରୋଲ ହେଉଛି ଏକ ଦୈନଦିନ ଖର୍ଚ୍ଚ । ଯେଉଁଠି ପାଇଁ ଆମେ ସବୁବେଳେ ଦର ଉପରେ ନଜର ରଖିଥାଉ ।…

30 mins ago

ଶେଷ ରଜରେ କିଣି ଆଣନ୍ତୁ ସୁନା, ଜାଣନ୍ତୁ କେତେ ରହିଛି ଦର

କେନ୍ୟୁଜ (ବ୍ୟୁରୋ) : ସୁନା କିଣିବାକୁ ଚାହୁଁଥିଲେ ପ୍ରଥମେ ଜାଣନ୍ତୁ ଦାମ୍ । ଆଜି ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା…

1 hour ago

ନିର୍ବାଚନ ଜିତିବା ପରେ ପ୍ରଥମ ଥର ପାଇଁ ସମ୍ବଲପୁର ଯାଇ ମା ସମଲେଶ୍ୱରୀଙ୍କୁ ଦର୍ଶନ କଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ସମ୍ବଲପୁର(କେନ୍ୟୁଜ): ନିର୍ବାଚନ ଜିତିବା ପରେ ପ୍ରଥମ ଥର ପାଇଁ ସମ୍ବଲପୁର ଗସ୍ତ କରିଛନ୍ତି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ମା…

1 hour ago

ଆଗକୁ ବଢୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ: ଆସନ୍ତା ୩ରୁ ୪ଦିନ ମଧ୍ୟରେ କିଛି ଅଞ୍ଚଳକୁ ଅଗ୍ରସର ହେବାର ସମ୍ଭାବନା

ଭୁବନେଶ୍ୱର (କେନ୍ୟୁଜ):  ଆଗକୁ ବଢୁଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଆସନ୍ତା ୩ରୁ ୪ଦିନ ମଧ୍ୟରେ କିଛି ଅଞ୍ଚଳକୁ…

2 hours ago

ରାଜଧାନୀ ଦିଲ୍ଲୀରେ ପାଣି ପାଇଁ ହାହାକାର: ପାଇପରେ ଆସୁନି ପାଣି, ଟ୍ୟାଙ୍କର ଉପରେ ଭରସା

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପାଣି ପାଇଁ ହାହାକାର । ଅଧିକାଂଶ ସ୍ଥାନରେ ଜଳ ସଂକଟର ବିକଳ ଚିତ୍ର । ପାଇପରେ…

2 hours ago

ଆଜି ଶେଷ ରଜ: ପିଠା, ମିଠାରେ ବାସୁଛି ପ୍ରତିଟି ଘର

କେନ୍ୟୁଜ: ଗାଁ ଦାଣ୍ଡରେ ରଜର ମହମହ ବାସ୍ନା । ଆଜି ଶେଷ ରଜ । ୩ ଦିନିଆ ରଜ ଉତ୍ସବର…

2 hours ago