ରାଜ୍ୟ

କିସରେ ଶିଶୁ ଦିବସ, ଛାତ୍ରଛାତ୍ରୀଙ୍କୁ ନେହରୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ପରାମର୍ଶ ଦେଲେ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ

ଆଜି ଶିଶୁ ଦିବସ। ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜନ୍ମଦିନ। ଏହି ଅବସରରେ କିସରେ ଶିଶୁ ଦିବସ ମହା ସମାରୋହରେ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ କିଟ୍ ଓ କିସ୍ ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତ ଯୋଗ ଦେଇ ପଣ୍ଡିତ ନେହରୁଙ୍କ ସ୍ମୃତିଚାରଣ କରିବା ସହ ଛାତ୍ରଛାତ୍ରୀଙ୍କୁ ପଣ୍ଡିତ ନେହରୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବା ପାଇଁ ପରାମର୍ଶ ଦେଇଥିଲେ ।

ଅନ୍ୟମାନଙ୍କ ମଧ୍ୟରେ କିସ୍ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ କୁମାର ବେହେରା, କିସର ମୁଖ୍ୟ କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ. ପ୍ରଶାନ୍ତ କୁମାର ରାଉତରାୟ, ଉପମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ପ୍ରମୋଦ କୁମାର ପାତ୍ର ପ୍ରମୁଖ ଯୋଗଦେଇ ପଣ୍ଡିତ ନେହେରୁଙ୍କ ସ୍ମୃତିଚାରଣ କରିଥିଲେ । ଏହି ଅବସରରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ଚିତ୍ତାକର୍ଷକ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ଚକୋଲେଟ ବଣ୍ଟନ କରିଥିଲେ।

Niharanjan

Recent Posts

ଫ୍ୟାନକୁ ଡେଟ୍ କରିବାକୁ ଚାହୁଁଛନ୍ତି କାର୍ତ୍ତିକ ଆର୍ଯ୍ୟନ୍! ଫିମେଲ୍ ଫ୍ୟାନ୍ସଙ୍କର ଲାଗିଲା ଲଟେରୀ

କାର୍ତ୍ତିକ ଆର୍ଯ୍ୟନ୍ ତାଙ୍କ ଆଗାମୀ ଫିଲ୍ମ 'ଚନ୍ଦୁ ଚାମ୍ପିଅନ୍'କୁ ନେଇ ଆଜିକାଲି ଖୁବ ଚର୍ଚ୍ଚାରେ ଅଛନ୍ତି । ନିକଟରେ ଫିଲ୍ମରୁ…

15 mins ago

ସ୍ୱପ୍ନାଦେଶ ପରେ ମା’ଙ୍କ ନାମକରଣ ହୋଇଥିଲା ସୁବର୍ଣ୍ଣରେଖା, ଏବେ ଚାଲିଛି ଠାକୁରାଣୀଙ୍କ ଯାତ୍ରା

ଗଞ୍ଜାମ(କେନ୍ୟୁଜ)- ମା’ଙ୍କ ଯାତ୍ରା ପାଇଁ ଘଣ୍ଟ ଘଣ୍ଟା ହୁଳହୁଳିରେ କମ୍ପି ଉଠୁଛି ଗଗନ ପବନ । ହଜାର ହଜାର ଭକ୍ତଙ୍କ…

26 mins ago

କଂସା ବାସନର ଉପକାରିତା କହିଲେ ନସରେ: ଠାକୁରଙ୍କ ପାଇଁ ଭୋଗ ବାଢ଼ିବା ହେଉ କି ଜ୍ୱାଇଁ ଚର୍ଚ୍ଚା ସବୁଠି ଦରକାର

ବିନିକା(କେନ୍ୟୁଜ): ଠାକୁରଙ୍କ ପାଇଁ ଭୋଗ ବାଢ଼ିବାକୁ ହେଉ କି ଜ୍ୱାଇଁ ଚର୍ଚ୍ଚା ଅବା ଘରକୁ ଅତିଥି ଆସିଲେ ପାଦ ଧୋଇବା…

36 mins ago

ଆହୁରି ୫ ଦିନ କଲବଲ କରିବ ପ୍ରଚଣ୍ଡ ଗରମ ଓ ଗୁଳୁଗୁଳି, ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର (କେନ୍ୟୁଜ): ଜଳୁଛି ପଶ୍ଚିମ ଓଡ଼ିଶା ।  ତିନି ଦିନ ଯାଏ କଲବଲ କରିବ ତାତି ।  ଗ୍ରୀଷ୍ମପ୍ରବାହ ନେଇ…

48 mins ago

ଲାଇଭ ମ୍ୟାଚରେ ରୋହିତଙ୍କୁ ଭେଟିବାକୁ ପହଞ୍ଚିଲେ ଫ୍ୟାନ୍‌, ଧରିଲା ଆମେରିକା ପୋଲିସ: ରୋହିତଙ୍କ ରିଆକ୍ସନ ଭାଇରଲ

ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଓ୍ଵାର୍ମଅପ୍‌ ମ୍ୟାଚ ଖେଳାଯାଇଥିଲା । ଏହି ମ୍ୟାଚରେ…

51 mins ago

ସ୍କୁଟିରେ ଯାଉଥିବା ବେଳେ ଅଘଟଣ, ନଡ଼ିଆ ଗଛ ପଡି ୨ ମୃତ, ଜଣେ ଗୁରୁତର

କୋଣାର୍କ (କେନ୍ୟୁଜ): ନଡ଼ିଆ ଗଛ ପଡି ଗଲା ଜୀବନ । ୨ ମୃତ, ଜଣେ ଗୁରୁତର ।  ଗୋପ ସରଡ଼ା…

1 hour ago