ବାଲୁଗାଁ(କେନ୍ୟୁଜ୍): ଦୁଇ ଦିନର ବାତ୍ୟାକୁ ନଜରରେ ରଖି ଖୋର୍ଦ୍ଧା ଜିଲ୍ଲାର ଚିଲିକା ତହସିଲଦାର ଶରତ ଚନ୍ଦ୍ର ମହାପାତ୍ର ବଡ଼କୂଳ, ଚନ୍ଦ୍ରାପୁଟ, ବାଲୁଗାଁ ବଙ୍ଗାଳି ସାହି ଅନ୍ୟ ଅଞ୍ଚଳର ଲୋକଙ୍କୁ ସଚେତନ କରାଇଛନ୍ତି। ମତ୍ସ୍ୟଜୀବୀଙ୍କୁ ଚିଲିକା ମଧ୍ୟକୁ ନଯିବା ପାଇଁ ବାରଣ କରିବା ସହିତ ଯେଉଁମାନେ ଆଗରୁ ଚିଲିକାକୁ ଯାଇଛନ୍ତି ସେମାନଙ୍କୂ ଯଥା ଶୀଘ୍ର ଫେରେଇ ଆଣିବା ପାଇଁ ମତ୍ସ୍ୟଜୀବୀଙ୍କ ପରିବାର ଲୋକଙ୍କ ସହିତ ଆଲୋଚନା କରିଛନ୍ତି । ଏହା ସହିତ ଡାକବାଜୀ ଯନ୍ତ୍ର ମାଧ୍ୟମରେ ଚିଲିକା କୂଳରେ ଜନସାଧାରଣଙ୍କୁ ସଚେତନତା ସୃଷ୍ଟି କରାଯାଇଛି ବୋଲି ତହସିଲଦାର କହିଛନ୍ତି ।
କନ୍ଧମାଳ (କେନ୍ୟୁଜ୍): କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଇନ୍ଦ୍ରଗଡ ଗ୍ରାମରେ କାଳ ବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ପବନ…
ବାଲେଶ୍ବର (କେନ୍ୟୁଜ୍): ବାଲେଶ୍ବର ଗୋଷ୍ଠୀ ଉତ୍ତେଜନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ । ପରିସ୍ଥିତିକୁ ନିୟନ୍ତ୍ରଣ ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି…
କଟକ(କେନ୍ୟୁଜ୍): ଦାୟିତ୍ବ ନେବା ପରେ ଆଜି ପ୍ରଥମ ଥର କଟକ ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କଟକ…
ଭୁବନେଶ୍ୱର : ଭାରତୀୟ ଗଣମାଧ୍ୟମର ଅତି ପରିଚିତ ବ୍ୟକ୍ତିତ୍ୱ ତଥା ରାମୋଜୀ ଗ୍ରୁପର ଅଧ୍ୟକ୍ଷ ରାମୋଜୀ ରାଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…
ଭୁବନେଶ୍ୱର(କେନ୍ୟୁଜ୍): ଗରମ, ଗୁଳୁଗୁଳିରେ ଅସ୍ତବ୍ୟସ୍ତ ଜନଜୀବନ। ଆହୁରି ତିନି ଦିନ ଯାଏ ଏଥିରୁ ମିଳିବନି ଆଶ୍ବସ୍ତି । ଆସନ୍ତା ତିନିଦିନ…
ବାଲେଶ୍ବର(କେନ୍ୟୁଜ୍): ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ୧୪୪ ଧାରା ଜାରି। କୌଣସି ଏକ କାରଣରୁ ଭୁଜାଖିଆ ପୀର…