ଏପ୍ରିଲ ୧୫ରେ ଚିଲିକା ବୁଲିବେ ବିଧାୟକ, ମନ୍ତ୍ରୀ ଓ ବାଚସ୍ପତି; ବିଧାନସଭା ପକ୍ଷରୁ କରାଯାଇଛି ସମସ୍ତ ବ୍ୟବସ୍ଥା

ଭୁବନେଶ୍ୱର (କେନ୍ୟୁଜ): ଚିଲିକା ବୁଲିବେ ବିଧାୟକ, ମନ୍ତ୍ରୀ ଓ ବାଚସ୍ପତି। ବିଧାନସଭା ପକ୍ଷରୁ ସମସ୍ତଙ୍କ ପାଇଁ ବ୍ୟବସ୍ଥା କରାଯାଇଛି। ଏପ୍ରିଲ ୧୫ ତାରିଖରେ ସମସ୍ତେ ଚିଲିକା ବୁଲିବାକୁ ଯିବେ। ୬ ତାରିଖ ସୁଦ୍ଧା ଇଚ୍ଛୁକ ମନ୍ତ୍ରୀ ଓ ବିଧାୟକ ବିଧାନସଭା ସଚିବାଳୟକୁ ଜଣାଇବାକୁ ନିର୍ଦ୍ଦେଶ ରହିଛି। ଏନେଇ ବିଧାନସଭାରେ ବାଚସ୍ପତି ଘୋଷଣା କରିଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.