କେନ୍ୟୁଜ୍(ବ୍ୟୁରୋ): ଦକ୍ଷିଣ ଚୀନ ସାଗରରେ ବାତ୍ୟା ଡିଆଁମୁ। ଆଇଏମ୍ଡି ଡିଜିଙ୍କ ସୂଚନା, ଓଡ଼ିଶାକୁ ମୁହାଁଇପାରେ ଏହି ବାତ୍ୟାର ଅବଶିଷ୍ଟାଂଶ। ଡିଆଁମୁର ଅବଶିଷ୍ଟାଂଶ ଯୋଗୁଁ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ ଯାହା ଓଡ଼ିଶା ମୁହାଁ ହୋଇପାରେ।
ବାତ୍ୟା ଡିଆଁମୁ ମିଆଁମାର ନିକଟରେ ପହଞ୍ଚିବା ପରେ ହିଁ ସ୍ପଷ୍ଟ ସୂଚନା ମିଳିବ ବୋଲି ଆଏମ୍ଡି ଡିଜି କହିଛନ୍ତି। ଏତିକି ସ୍ପଷ୍ଟ ହୋଇଛି କାଲି ସୃଷ୍ଟି ହେବାକୁ ଥିବା ଲଘୁଚାପ ପରେ ଆଉ ଏକ ଘୂର୍ଣ୍ଣିବଳୟ ଓଡ଼ିଶା ଉପକୂଳ ନିକଟରେ ସୃଷ୍ଟି ହେବ ।
ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂଦେଓ…
ପୁରୀ: ମହାପ୍ରଭୁଙ୍କ ଅନବସର ନୀତିର ଆଜି ପଞ୍ଚମ ଦିନ । ଚାଲିଛି ପ୍ରଭୁଙ୍କ ସେବା ପୂଜା । ଆଜି ମହାପ୍ରଭୁଙ୍କ…
ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…
ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…
କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…
ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…