ରାଜ୍ୟ

ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି, ୨୫ରେ କରିବେ ଜଗା ଦର୍ଶନ

କେନ୍ୟୁଜ୍(ବ୍ୟୁରୋ): ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏନ୍‌.ଭି ରମଣା ।କାଲି ସନ୍ଧ୍ୟାରେ ସେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବେ । ୨୫ ତାରିଖ ସକାଳ ୭ଟାରେ ଶ୍ରୀମନ୍ଦିରରେ ଜିଉଙ୍କୁ ଦର୍ଶନ କରିବେ ପ୍ରଧାନ ବିଚାରପତି ।

ଏହି ଅବସରରେ ଶନିବାର ପୂର୍ବାହ୍‌ଣ ୧୧ଟା ୧୦ରେ ଆଇନ ସେବା ଭବନର ଉଦ୍‌ଘାଟନ କରିବେ । ଏହାସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଧାନବିଚାରପତି । ୨୫ ତାରିଖ ରାତିରେ ସେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

KNews Bureau

Recent Posts

ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା, ୩ ଅଭିଯୁକ୍ତ ଗିରଫ

ରାଉରକେଲା : ରାଉରକେଲା ଲୋକୋ ପାଇଲଟଙ୍କୁ ଅପହରଣ ଘଟଣା । ୩ ଅଭିଯୁକ୍ତ ଗିରଫ । ଭୁବନେଶ୍ଵରରୁ ଗିରଫ କଲା…

4 mins ago

ହଜାର ହଜାର ପ୍ରଦର୍ଶନକାରୀ କେନିଆ ସଂସଦରେ ଲଗାଇଦେଲେ ନିଆଁ, ଭାରତ ନିଜ ନାଗରିକଙ୍କ ପାଇଁ ଜାରି କଲା ଆଡ୍‌ଭାଇଜରୀ

ସରକାରଙ୍କ ପ୍ରସ୍ତାବିତ ଟିକସ ବୃଦ୍ଧି ପ୍ରତିବାଦରେ କେନିଆରେ ହିଂସାତ୍ମକ ବିରୋଧ ପ୍ରଦର୍ଶନ ହେଉଛି । ଏହି ହିଂସାରେ ନାଇରୋବିରେ ୫…

7 mins ago

କଟକରେ ଯାନବାହନ ସୁରକ୍ଷିତ ଚଳାଚଳ ଓ ପାର୍କିଂ ପାଇଁ କିଛି ରାସ୍ତାକୁ NO PARKING ZONE ଘୋଷଣା

କଟକ: କଟକ ସହରରେ ଦୂର ହେବ ଟ୍ରାଫିକ ସମସ୍ୟା । ସହର ମଧ୍ୟରେ ଯାନବାହନର ସୁରକ୍ଷିତ ଚଳାଚଳ ଓ ପାର୍କିଂ…

14 mins ago

ଚାନ୍ଦବାଲି ପୋଲିସର ବର୍ବରତା: ଥାନା ଆଗରେ ମହିଳାଙ୍କୁ ନିର୍ଧୁମ ମାଡ଼

ଚାନ୍ଦବାଲି: ବର୍ବରତାର ସୀମା ଟପିଛି ଭଦ୍ରକ ଜିଲ୍ଲା ଚାନ୍ଦବାଲି ପୋଲିସ୍ । ଯାହାର ଭିଜୁଆଲ୍ କ୍ୟାମେରାରେ କଏଦ ହୋଇଥିଲେ ସୁଦ୍ଧା…

39 mins ago

ଜାଣନ୍ତୁ ଆଜିର ପେଟ୍ରୋଲ ଓ ଡିଜେଲ ଦର

ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୧ ଟଙ୍କା ୦୫ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା…

48 mins ago

ଆସନ୍ତାକାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ

କାଲି ଭାରତ-ଇଂଲଣ୍ଡ ଟି୨୦ ବିଶ୍ୱକପ୍ ସେମିଫାଇନାଲ ଲଢ଼େଇ । ୨୦୨୨ ପରାଜୟର ବଦଲା ନେବାକୁ ପ୍ରସ୍ତୁତ ରୋହିତ ବାହିନୀ ।…

1 hour ago