ରାଜ୍ୟ

ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଗୋଷ୍ଠୀ ମୁହାମୁହିଁ: ଗେଟ ବନ୍ଦ ଥିବାରୁ ଧାରଣାରେ ବସିଲେ

ଭୁବନେଶ୍ୱର (କେନ୍ୟୁଜ): ତ୍ରିରଙ୍ଗା ଶୋଭାଯାତ୍ରାକୁ ନେଇ ବିଜେବି କଲେଜର ଦୁଇ ଛାତ୍ର ଗୋଷ୍ଠୀ ମଧ୍ୟରେ ମୁହାମୁହିଁ । ତ୍ରିରଙ୍ଗା ନେଇ ଗୋଟିଏ ଗୋଷ୍ଠୀ ଛାତ୍ର କଲେଜ କ୍ୟାମ୍ପସ ଭିତରକୁ ଯିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ ସିକୁରିଟିକୁ କହି କଲେଜ ମୁଖ୍ୟ ଫାଟକରେ ତାଲା ପକାଇ ଦେଇଥିବା ଅଭିଯୋଗ ହୋଇଛି । ଗେଟ୍ ବାହାରେ ତ୍ରିରଙ୍ଗା ଧରି ଗୋଟିଏ ଗୋଷ୍ଠୀ ଧାରଣାରେ ବସିଥିବା ବେଳେ ଅନ୍ୟ ଗୋଟିଏ ଗୋଷ୍ଠୀ କଲେଜ କ୍ୟାମ୍ପସ ଭିତରେ ରହିଛନ୍ତି । ଘଟଣା ସ୍ଥଳରେ ଉତ୍ତେଜନା ପାଇଁ ପୋଲିସ ମୁତୟନ ରହିଛି ।

ସେପଟେ କଲେଜ ଅଧକ୍ଷ କହିଛନ୍ତି କଲେଜ ସମୟ ଭିତରେ ଛାତ୍ରଛାତ୍ରୀ ସେଲିବ୍ରେସନ ପାଇଁ ଆସିନାହାଁନ୍ତି। ତେଣୁ ଫାଟକ ବନ୍ଦ ରହିଛି। ସେପଟେ ଛାତ୍ର ଛାତ୍ରୀ କହିଛନ୍ତି ସବୁଦିନ କଲେଜ ଗେଟ ରାତି ୧୦ ପର୍ଯ୍ୟନ୍ତ ଖୋଲା ରହୁଛି। ପିଲାମାନଙ୍କ ଜନ୍ମଦିନ ସେଲିବ୍ରେସନ ହେଉଛି, କିନ୍ତୁ ଭାରତ ମାତାଙ୍କ ପାଇଁ ସେଲିବ୍ରେସନରେ ଗେଟ ବନ୍ଦ ରହୁଛି।

Barsha

Recent Posts

ଆଜିର ରାଶିଫଳ: ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ, ଛାତ୍ରଛାତ୍ରୀ ପାଠପଢ଼ାରେ ପରିବର୍ତ୍ତନ ଆଣିବେ

ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…

4 hours ago

ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ

ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…

6 hours ago

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ, ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ ଦେଲେ ସ୍ବାସ୍ଥ୍ୟମନ୍ତ୍ରୀ

ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…

6 hours ago

ଓଡ଼ିଶା ଫେରିବେ କେନ୍ଦ୍ର କୃଷି ସଚିବ ମନୋଜ ଆହୁଜା, ହେବେ କି ରାଜ୍ୟରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…

6 hours ago

‘ଡ. ସାମନ୍ତଙ୍କ ଭଳି ସମର୍ପିତ ହୋଇ କାର୍ଯ୍ୟ କଲେ ଆର୍ଟ ଅଫ ଗିଭିଂର ଯଥାର୍ଥତା ପ୍ରତିପାଦିତ ହୋଇ ପାରିବ’

ଭଦ୍ରକ (କେନ୍ୟୁଜ୍‌) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…

7 hours ago

ସରୋଗେସି ମାଧ୍ୟମରେ ମା’ ହେଲେ ବି ମିଳିବ ୬ ମାସ ଛୁଟି

ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…

7 hours ago