ରାଜ୍ୟ

ଯାଜପୁର ବଲଭିଘାଟ ଛକ ନିକଟରେ ଦୁଇ ଗୋଷ୍ଠି ମଧ୍ୟରେ ସଂଘର୍ଷ, ୪ ଗୁରୁତର

ଯାଜପୁର ଟାଉନ: ଯାଜପୁର ଥାନା ଅଧିନସ୍ତ ବଲଭିଘାଟ ଛକ ନିକଟରେ ଦୁଇ ଗୋଷ୍ଠି ମଧ୍ୟରେ ସଂଘର୍ଷ , ଚାରି ଗୁରୁତର । ଗତକାଲି ବିଳମ୍ବିତ ରାତ୍ରିରେ ସାନବଜାର ଏବଂ ନାଉରିଆ ସାହି ମଧ୍ୟରେ ଗୋଷ୍ଠି ସଂଘର୍ଷ ଘଟିଥିଲା । ଫଳରେ କିଛି ଉତ୍ୟକ୍ତ ଲୋକେ ବଲଭିଘାଟ ନିକଟରେ ଥିବା ଦଶରୁ ଉର୍ଦ୍ଧ୍ବ ଦୋକାନକୁ ଭଙ୍ଗାରୁଜା କରିବା ସହ ପାଖରେ ଥିବା କିଛି ଘରକୁ ମଧ୍ୟ ଭଙ୍ଗାରୁଜା କରିଛନ୍ତି ।

ତେବେ ଘଟଣା ସ୍ଥଳରେ ଯାଜପୁର ପୋଲିସ ପହଞ୍ଚିବା ପରେ ଉତେକ୍ତ ଲୋକେ ସ୍ଥାନ ଛାଡି ପଳେଇଥିଲେ । ତେବେ ଘଟଣା ସ୍ଥଳରେ ୧ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛି । ଗୁରୁତର ଆହତ ହୋଇଥିବା ୪ଜଣଙ୍କୁ କଟକ ସ୍ଥାନାନ୍ତର କରାଯାଇଥିବା ବେଳେ ଦୁଇଜଣ ଯାଜପୁର ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।

Sonalisa

Recent Posts

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

14 mins ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

36 mins ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

56 mins ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

1 hour ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

1 hour ago

ଟ୍ରେନରେ କେତେବେଳେ ବ୍ୟବହାର କରାଯାଏ ଏମର୍ଜେନ୍ସି ବ୍ରେକ୍?

ଭାରତରେ ଭାରତୀୟ ରେଳ ହେଉଛି ଲୋକଙ୍କ ଲାଇଫ ଲାଇନ । ପ୍ରତିଦିନ ଲକ୍ଷ ଲକ୍ଷ ଯାତ୍ରୀ ଭାରତୀୟ ରେଳପଥ ଦେଇ…

2 hours ago