ପୁରୀ ଭୋଳାନାଥ ବିଦ୍ୟାପୀଠରେ ଛାତ୍ରଙ୍କ ଛୁରାମାଡ଼ରେ ଅନ୍ୟ ଜଣେ ଛାତ୍ର ଗୁରୁତର

ପୁରୀ: ସ୍କୁଲରେ ଛୁରା ମାଡ। ପୁରୀ ଭୋଳାନାଥ ବିଦ୍ୟାପୀଠରେ ଛୁରାମାଡ଼ ହୋଇଛି। ଛାତ୍ରଙ୍କ ଛୁରାମାଡ଼ରେ ଅନ୍ୟ ଜଣେ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଆହତଙ୍କୁ ପୁରୀ ସଦର ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି।

ଛୁରାମାଡ଼ କରିଥିବା ଛାତ୍ର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। କୁମ୍ଭାରପଡ଼ା ଥାନା ପୋଲିସ ଘଟଣାର ତନାଘନା ତଦନ୍ତ କରୁଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏଭଳି ଅଭାବନୀୟ ଘଟଣା ଘଟିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.