ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ, ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର: ସାରା ରାଜ୍ୟରେ ଜାରି ରହିଛି କୋହଲା ପାଗ। ତା ସାଙ୍ଗକୁ କେତେକ ସ୍ଥାନରେ ବର୍ଷା ହେଉଛି। ଆହୁରି ୨ଦିନ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ। ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୩ ଦିନ ପର୍ଯ୍ୟନ୍ତ ଘନ କୁହୁଡି ଲାଗି ରହିବ। ତେବେ ୧୦ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ହେବ। ବର୍ଷା କମିବା ସହ ପୁଣି ଶୀତ ବଢିବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାତିର ତାମପାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ କମିବ। ଗତକାଲି ଦାରିଙ୍ଗବାଡିରେ ସର୍ବାଧିକ ୧୭ ମିଲିମିଟର ବର୍ଷା ରେକର୍ଡ କରାଯାଇଥିଲା

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.