ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍‌ : ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ହାର୍ଦ୍ଦିକ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହା ସହ ସମସ୍ତଙ୍କ ଉତ୍ତମ ସ୍ୱାସ୍ଥ୍ୟ ଏବଂ ମଙ୍ଗଳମୟ ଜୀବନ କାମନା କରିଛନ୍ତି । ସେହିପରି ଗଣପର୍ବ ରଜ ଅବସରରେ ସମସ୍ତଙ୍କୁ ଆନ୍ତରିକ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବସୁଧା, ପ୍ରକୃତି ଓ ନାରୀମାନଙ୍କ ମହନୀୟତାକୁ ସମ୍ମାନ ଜଣାଇବାର ଏହା ଆମର ଅନନ୍ୟ ପରମ୍ପରା। କୋଭିଡ ସଙ୍କଟ ସମୟରେ ପରିବାର ଲୋକଙ୍କ ସହ ଘରେ ରହି ରଜ ପର୍ବ ପାଳନ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.