ପୁରୀ(କେନ୍ୟୁଜ୍): ରଥଯାତ୍ରାରେ ଯୋଗ ଦେଇ ଫେରିବା ବାଟରେ ପୁରୀର ଏକ ଗଳିରେ ହଠାତ୍ ଅଟକିଲା ମୁଖ୍ୟମନ୍ତ୍ରୀଙ୍କ କାରକେଡ୍ । କୁନି କୁନି ପିଲାଙ୍କୁ ଦେଖି ଅଟକିଥିଲେ । ଛୋଟ ଛୋଟ ପିଲାମାନେ ମୁଖ୍ୟମନ୍ତ୍ରୀଙ୍କୁ ଫୁଲ୍ ସହ କାଜୁ ପ୍ୟାକେଟ୍ ଭେଟି ଦେଇଥିଲେ । ଯାହାକୁ ସାଦରେ ଗ୍ରହଣ କରିଥିଲେ ମୁଖ୍ୟମନ୍ତ୍ରୀ ।
ପିଲାମାନେ ମୁଖ୍ୟମନ୍ତ୍ରୀଙ୍କ ସହ ଫଟୋ ମଧ୍ୟ ଉଠାଇଥିଲେ । ପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଅତି ପାଖରୁ ଦେଖି ଭାରି ଖୁସି ହୋଇଥିଲେ ସ୍ଥାନୀୟ ଲୋକ । ମୁଖ୍ୟମନ୍ତ୍ରୀଙ୍କୁ ଦୀର୍ଘାୟୁ କାମନା କଲେ ।
ମେଷ: ଶୁଭ ସମାଚାର ମିଳିପାରେ । ଛାତ୍ରଛାତ୍ରୀମାନେ ପଢାପଢିରେ ପରିବର୍ତ୍ତନ ଆଣିବେ । ଅଫିସ୍ କାର୍ଯ୍ୟରେ ବିଳମ୍ବ ହେବ ।…
ବ୍ରହ୍ମପୁର : ଦିଗପହଣ୍ଡି ଥାନା ଭୀଷ୍ମଗିରୀରେ ନାବାଳିକା ବଧୂ ହତ୍ୟା ମାମଲାରେ ପାଞ୍ଚ ଜଣଙ୍କୁ ଗିରଫ କଲା ପୋଲିସ ।…
ରୋଗୀଙ୍କୁ ଉତ୍ତମ ବ୍ୟବହାର ସହ ମାନବିକାତ ଦେଖାଅ। ମୁନ୍ନା ଭାଇ ଏମବିବିଏସ ସିନେମାର ଉପାଖ୍ୟାନ କହି, ଡାକ୍ତରମାନଙ୍କୁ ଏହି ଉପଦେଶ…
ଭୁବନେଶ୍ୱର: ରାଜ୍ୟରେ ନୂଆ ମୁଖ୍ୟ ସଚିବ ହେବେ କି ମନୋଜ ଆହୁଜା? ଏହାକୁ ନେଇ ଜୋର ଧରିଛି ଚର୍ଚ୍ଚା ।…
ଭଦ୍ରକ (କେନ୍ୟୁଜ୍) : ଭଦ୍ରକରେ ଜିଲ୍ଲା ସ୍ତରୀୟ ଆର୍ଟ ଅଫ ଗିଭିଂ ଦିବସ ସମାରୋହରେ ପାଳିତ ହୋଇଯାଇଛି । ଜିଲ୍ଲା…
ମାତୃତ୍ୱ ଛୁଟି ଉପରେ ସରକାରଙ୍କର ବଡ଼ ନିଷ୍ପତ୍ତି । ସରୋଗେସି ମାଧ୍ୟମରେ ମାଆ ହେବାକୁ ଥିବା ମହିଳାମାନଙ୍କ ପାଇଁ ଖୁସି…