ରାଜ୍ୟ

ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):ମୋ ଜଙ୍ଗଲ ଜମି ଯୋଜନାର ଶୁଭାରମ୍ଭ। ବିଶ୍ବ ଦେଶଜ ଅଧିବାସୀ ଦିବସ ଅବସରରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସମସ୍ତଙ୍କ ସହଯୋଗରେ ଜନଜାତି ମାନଙ୍କ ବିକାଶ କ୍ଷେତ୍ରରେ ଏହି ଯୋଜନା ଦ୍ବାରା ଏକ ମାଇଲଷ୍ଟୋନ ସୃଷ୍ଟି ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଜଙ୍ଗଲ ଜମି ଉପରେ ସମସ୍ତ ଯୋଗ୍ୟ ବ୍ୟକ୍ତିଗତ ଓ ଗୋଷ୍ଠିଗତ ଅଧିକାରକୁ ସୁନିଶ୍ଟିତ କରିବା ଏହି ଯୋଜନାର ଲକ୍ଷ୍ୟ । ଏହାସହିତ ସମସ୍ତ ଉନ୍ନୟନମୂଳକ କାର୍ଯ୍ୟକ୍ରମ ଗୁଡିକୁ ଏହି ଯୋଜନା ସହିତ ଯୋଡି ଜନଜାତି ମାନଙ୍କ ଜୀବିକାରେ ସ୍ଥାୟିତ୍ବ ସୃଷ୍ଟି କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯିବ। ସର୍ଭେ ହୋଇ ନ ଥିବା ଜଙ୍ଗଲ ଗାଁ ଗୁଡିକୁ ରାଜସ୍ବ ଗ୍ରାମର ମାନ୍ୟତା ପ୍ରଦାନ କରାଯିବ ବୋଲି ସେ କହିଛନ୍ତି।

ଜଙ୍ଗଲ ସଂପଦର ନିରନ୍ତର ବିକାଶ ଦିଗରେ ଜନଜାତି ମାନଙ୍କର ଅବଦାନକୁ ସ୍ବୀକୃତି ପ୍ରଦାନ କରିବା ଏହି ଯୋଜନାର ଲକ୍ଷ୍ୟ । ଜଳବାୟୁ ପରିବର୍ତ୍ତନ ଓ ଜନଜାତି ମାନଙ୍କ ଅର୍ଥନୀତି ଓ ଜୀବିକାରେ ସ୍ଥାୟିତ୍ବ ଆଣିବାରେ ମଧ୍ୟ ଏହା ସହାୟକ ହେବ। ବୋଲି ସେ କହିଥିଲେ । ଜଙ୍ଗଲ ଜମି ଅଧିକାର ପ୍ରଦାନରେ ଓଡିଶା ଏକ ଆଗୁଆ ରାଜ୍ୟ। ଏପର୍ଯ୍ୟନ୍ତ ୪ ଲକ୍ଷ ୫୦ ହଜାର ଜନଜାତି ଓ ବନବାସୀ ପରିବାରକୁ ଜଙ୍ଗଲ ଜମି ଉପରେ ସତ୍ତ୍ବ ପ୍ରଦାନ କରାଯାଇଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।.

Sasmita

Recent Posts

ଆସୁଛି ମୌସୁମୀ, ପ୍ରଥମେ ଦକ୍ଷିଣ ଓଡ଼ିଶା କରିବ ସ୍ପର୍ଶ

ଭୁବନେଶ୍ୱର (କେନ୍ୟୁଜ): ଆସୁଛି ମୌସୁମୀ  ।  ଦୁଇ ତିନି ଦିନରେ ଓଡିଶା ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ।…

3 mins ago

କାଳହେଲା କାଳବୈଶାଖୀ: ବଜ୍ରପାତରେ ୭ ମୃତ, ୧୦ ଆହତ

ଭୁବନେଶ୍ୱର (କେନ୍ୟୁଜ): କାଳହେଲା କାଳବୈଶାଖୀ ।  ବଜ୍ରପାତରେ ୭ ମୃତ, ୧୦ ଆହତ ।  ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ…

13 mins ago

ଟ୍ରକ୍ କୁ ପଛପଟୁ ଧକ୍କା ଦେଲା ବସ୍: ୨ ମୃତ, ୨୦ରୁ ଊର୍ଦ୍ଧ୍ବ ଆହତ

ଯାଜପୁର (କେନ୍ୟୁଜ): ସିମେଣ୍ଟ ବୋଝେଇ ଟ୍ରକ୍ କୁ ପଛପଟୁ ଧକ୍କା ଦେଲା ବସ୍ । ଦୁର୍ଘଟଣାରେ୨ ମୃତ, ୨୦ରୁ ଊର୍ଦ୍ଧ୍ବ…

25 mins ago

ଆଜିର ରାଶିଫଳ : ଏହି ରାଶି ଲୋକେ ଆଜି କ୍ୟାରିୟରକୁ ନେଇ ଖୁସି ଖବର ପାଇବେ

ମେଷ: ଆଜି ଆପଣଙ୍କର କିଛି ସମ୍ପର୍କୀୟଙ୍କ ସହିତ ଭେଟ ହୋଇପାରେ । ଧନ ମାମଲାରେ ଆଜିର ଦିନ କୁମ୍ଭ ରାଶି…

8 hours ago

ସରକାର ଗଠନ ନେଇ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି, ଜୁନ ୯ ରେ ଶପଥ ଉତ୍ସବ

ଜୁନ୯ ତାରିଖ ସଂଧ୍ୟା ୭ଟା ୧୫ ମିନିଟରେ ରାଷ୍ଟ୍ରପତି ଭବନରେ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ ନରେନ୍ଦ୍ର ମୋଦି ।…

9 hours ago

ରାୟ ବାହାଦୁର ନନ୍ଦ କିଶୋର ଦାସଙ୍କ ୧୮୦ ତମ ରାଜ୍ୟସ୍ତରୀୟ ଜୟନ୍ତୀ ପାଳିତ, ଉନ୍ମୋଚିତ ହେଲା ଗଳ୍ପ ସଙ୍କଳନ “ଦେବା ବସନ୍ତ”

ଭୁବନେଶ୍ୱର : ଶରତ କର ଓ ଅନିମା କର ଫାଉଣ୍ଡେସନ ପକ୍ଷରୁ ରାୟ ବାହାଦୁର ନନ୍ଦ କିଶୋର ଦାସଙ୍କ ୧୮୦…

9 hours ago