Below header

କିଟ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେଲା କମ୍ପ୍ୟୁଟର ସୋସାଇଟି ଅଫ ଇଣ୍ଡିଆର ବାର୍ଷିକ ସମ୍ମିଳନି, ଯୋଗଦେଲେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ):  କିଟ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେଉଛି କମ୍ପ୍ୟୁଟର ସୋସାଇଟି ଅଫ ଇଣ୍ଡିଆର ବାର୍ଷିକ ସମ୍ମିଳନି ସିଏସଆଇ 2020. ଆଜି ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଓଡିଶାରେ ପ୍ରଥମ ଥର ପାଇଁ ଏହି ଆଇଟି ସମ୍ମିଳନୀର ଆୟୋଜନ କରାଯାଇଛି। ସମଗ୍ର ଦେଶର ବହୁ ସଂଖ୍ୟାରେ ଆଇଟି ବିଶେଷଜ୍ଞ ଓ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିଛନ୍ତି। ସମ୍ମିଳନୀର ବିଷୟବସ୍ତୁ ରହିଛି ଡିଜିଟାଲ ଗଣତନ୍ତ୍ର ପରିବର୍ତ୍ତନ ପାଇଁ ଆଇଟି।

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.