କେନ୍ୟୁଜ୍(ବ୍ୟୁରୋ): କିଟ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହେଉଛି କମ୍ପ୍ୟୁଟର ସୋସାଇଟି ଅଫ ଇଣ୍ଡିଆର ବାର୍ଷିକ ସମ୍ମିଳନି ସିଏସଆଇ 2020. ଆଜି ଏଥିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଓଡିଶାରେ ପ୍ରଥମ ଥର ପାଇଁ ଏହି ଆଇଟି ସମ୍ମିଳନୀର ଆୟୋଜନ କରାଯାଇଛି। ସମଗ୍ର ଦେଶର ବହୁ ସଂଖ୍ୟାରେ ଆଇଟି ବିଶେଷଜ୍ଞ ଓ ଛାତ୍ରଛାତ୍ରୀ ଏଥିରେ ଅଂଶଗ୍ରହଣ କରିଛନ୍ତି। ସମ୍ମିଳନୀର ବିଷୟବସ୍ତୁ ରହିଛି ଡିଜିଟାଲ ଗଣତନ୍ତ୍ର ପରିବର୍ତ୍ତନ ପାଇଁ ଆଇଟି।
ଇରାନ୍ର ଉତ୍ତର ଭାଗରେ ଥିବା ଏକ ହସ୍ପିଟାଲରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ଏଥିରେ ୯ ଜଣ ରୋଗୀଙ୍କର ମୃତ୍ୟୁ…
Windows ଏବଂ Split ACରେ ଅଗ୍ନିକାଣ୍ଡ ଏବଂ ବିସ୍ଫୋରଣର ଅନେକ ଘଟଣା ଗତ କିଛି ଦିନ ମଧ୍ୟରେ ସାମ୍ନାକୁ ଆସିଛି…
ଭୁବନେଶ୍ୱର : ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାୟକଙ୍କ ଶପଥ ଉତ୍ସବ । ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଧାୟକ…
ଉଦ୍ଘାଟନ ପୂର୍ବରୁ ଭୁଶୁଡ଼ି ପଡ଼ିଲା ବ୍ରିଜ୍ । ବିହାରର ଅରାରିଆର ସିକଟିରେ ବକରା ନଦୀରେ ନିର୍ମିତ ବ୍ରିଜ୍ ମଙ୍ଗଳବାର ଭୁଶୁଡ଼ି…
କାକଟପୁର : ଦେବୀ ନଦୀରେ ଗାଧୋଇବା ସମୟରେ ନଦୀରେ ବୁଡି ତିନିଜଣ ନାବାଳକଙ୍କ ମୃତ୍ୟୁ। ମୃତକ ନାବାଳକ ସମସ୍ତେ ଗୋଟିଏ…
ଆଜି ବିବାହ ବନ୍ଧନରେ ବାନ୍ଧି ହେବେ ମହାପ୍ରଭୁ ଶ୍ରୀଜଗନ୍ନାଥ ଓ ମା' ଲକ୍ଷ୍ମୀ । ଆଉ କିଛି ସମୟ ପରେ…