ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନଙ୍କୁ ନୂଆ ଚାର୍ଜ, ମିଳିଛି ଏହି ସବୁ ଅତିରିକ୍ତ ଦାୟିତ୍ବ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବ୍ୟକ୍ତିଗତ ସଚିବ ଭି. କାର୍ତ୍ତିକେୟନ୍‌ ପାଣ୍ଡିଆନଙ୍କୁ ନୂଆ ଦାୟିତ୍ୱ। ମୁଖ୍ୟମନ୍ତ୍ରୀଙ୍କ 5-T ସଚିବ ଭାବରେ ତାଙ୍କୁ ଅତିରିକ୍ତ ଦାୟିତ୍ୱ ମିଳିଛି। ଟ୍ରାନ୍ସଫରମେସନ୍‌ ଓ ଇନିସିଏଟିଭ୍‌ ସଚିବ ହେବେ ପାଣ୍ଡିଆନ୍‌। ଏହାସହ ପୂର୍ବଭଳି ସେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ମଧ୍ୟ ରହିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.