ନୀତି ଆୟୋଗର ଶିକ୍ଷା ଇଣ୍ଡେକ୍ସର ୭ମ ତାଲିକାରେ ଓଡ଼ିଶା, ପ୍ରଚେଷ୍ଠା ଜାରି ରଖିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପରାମର୍ଶ

ଭୁବନେଶ୍ବର(କେନ୍ୟୁଜ୍): ନୀତି ଆୟୋଗର ଶିକ୍ଷା ଇଣ୍ଡେକ୍ସର ୭ମ ତାଲିକାରେ ରହିବା ପରେ ପ୍ରଚେଷ୍ଠା ଜାରି ରଖିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶ୍ରେଷ୍ଠ ୩ଟି ସ୍ଥାନରେ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି। ଏହି ସଫଳତା ନେଇ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ପ୍ରଶଂସା କରିଛନ୍ତି। ଏହି ଧାରାକୁ ବଜାୟ ରଖିବାକୁ ସେ ପରାମର୍ଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଓ ସ୍କୁଲ ଏବଂ ଗଣଶିକ୍ଷା ବିଭାଗ ସଚିବ ଚିତ୍ରା ଅର୍‌ମୁଗମଙ୍କ ଉପସ୍ଥିତିରେ ପ୍ରଶଂସା କରିଥିଲେ ମୁଖ୍ୟମନ୍ତ୍ରୀ।

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.