ନୋବେଲ ବିଜେତା ଅଭିଜିତ ବାନାର୍ଜୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର(କେନ୍ୟୁଜ୍): ଅର୍ଥନୀତି ବିଜ୍ଞାନରେ ନୋବେଲ ବିଜେତା ଭାରତୀୟ ବଂଶୋଦ୍ଭବ ଅଭିଜିତ ବାନାର୍ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ଵିଟ୍ କରି ନୋବେଲ୍ ବିଜେତା ଅନ୍ୟ ଦୁଇ ଅର୍ଥନୀତି ବିଜ୍ଞାନୀଙ୍କୁ ବି ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ଅଭିଜିତଙ୍କ ପାଇଁ ଭାରତ ଗର୍ବତ ବୋଲି ଟ୍ଵିଟ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।