ଆୟୁବ ଖାନ୍‌ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ଆୟୁବ ଖାନ୍‌ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଏକ ବିରାଟ ସଭା କଣ୍ଟାବାଞ୍ଜି ରେଳବାଇ ଖେଳ ପଡିଆରେ ଅନୁଷ୍ଠିତ ହୋଇଥିଲା ।

କଣ୍ଟାବାଞ୍ଜି : ଆୟୁବ ଖାନ୍‌ ମଲ୍ଟି ସ୍ପେସିଆଲିଟି ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ଏକ ବିରାଟ ସଭା କଣ୍ଟାବାଞ୍ଜି ରେଳବାଇ ଖେଳ ପଡିଆରେ ଅନୁଷ୍ଠିତ ହୋଇଥିଲା ।

ସ୍ୱାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଝାରୀ, ବୟାନ ଶିଳ୍ପ ମନ୍ତ୍ରୀ ରିତା ସାହୁ, ଯୋଜନା ସମ୍ମନୟ ମନ୍ତ୍ରୀ ରାଜେନ୍ଦ୍ର ଢୋଲକିଆ, ହାଉସିଂ ବୋର୍ଡ ଅଧକ୍ଷ କଳିକେଶ ନାରାୟଣ ସିଂ ଦେଓ, ରାଜ୍ୟସଭା ସାଂସଦ ନିରଞ୍ଜନ ବିସି, କଳାହାଣ୍ଡି ସାଂସଦ ବସନ୍ତ ପଣ୍ଡା,ଭଟଲି ବିଧାୟକ ସୁଶାନ୍ତ ସିଂ ଯୋଗ ଦେଇଥିଲେ । ସ୍ୱାସ୍ଥ୍ୟ କ୍ଷେତ୍ରରେ ଓଡିଶା ଜନ ସାଧାରଣ ପାଇଁ ସବୁ ପ୍ରକାର ସୁବିଧା କରାଯିବ ବୋଲି ମଞ୍ଚାସିନ ଅତିଥୀମାନେ କହିଛନ୍ତି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.