ରାଜ୍ୟ

ସାମ୍ବାଦିକଙ୍କ ସ୍ୱାସ୍ଥ୍ୟ ବୀମା ଦୁଇ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି ନେଇ ଘୋଷଣା କଲେ ମୁଖ୍ଯମନ୍ତ୍ରୀ, ଉପକୃତ ହେବେ ୮୭୧୭ କାର୍ଯ୍ଯରତ ସାମ୍ବାଦିକ ଓ ତାଙ୍କ ପରିବାର

ଭୁବନେଶ୍ୱର : କାର୍ଯ୍ଯରତ ସାମ୍ବାଦିକମାନଙ୍କ ପାଇଁ କାର୍ଯ୍ଯକାରୀ ହୋଇଥିବା ଗୋପବନ୍ଧୁ ସ୍‌ୱାସ୍ଥ୍ୟ ବୀମା ଯୋଜନାରେ ବୀମା ରାଶିର ପରିମାଣ ଦୁଇ ଲକ୍ଷ ଟଙ୍କାରୁ ୫ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯିବା ବିଷୟ ମୁଖ୍ଯମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏହା ଦ୍ୱାରା ରାଜ୍ଯର ୮୭୧୭ କାର୍ଯ୍ଯରତ ସାମ୍ବାଦିକ ଓ ତାଙ୍କ ପରିବାର ଉପକୃତ ହେବେ ।

ସୂଚନାଯୋଗ୍ଯ ଯେ, ଗୋପବନ୍ଧୁ ସ୍‌ୱାସ୍ଥ୍ୟ ବୀମା ଯୋଜନାରେ କାର୍ଯ୍ଯରତ ସାମ୍ବାଦିକ ଓ ତାଙ୍କ ପରିବାରକୁ ଦୁଇ ଲକ୍ଷ ଟଙ୍କା ପର୍ଯ୍ଯନ୍ତ ଚିକିତ୍ସା ସୁବିଧା ମିଳୁଥିଲା । ବର୍ତ୍ତମାନ ଏହା ପାଞ୍ଚ ଲକ୍ଷ ଟଙ୍କାକୁ ବୃଦ୍ଧି ପାଇବା ଦ୍ୱାରା ସାମ୍ବାଦିକ ଓ ତାଙ୍କ ପରିବାର ଉନ୍ନତ ଚିକିତ୍ସା ସେବା ପାଇ ପାରିବେ।

Niharanjan

Recent Posts

ଭୋଟ୍‌ ଦେବାକୁ ଆସିଥିଲେ, ବୁଥ୍‌ ସାମ୍ନାରେ ସ୍ତ୍ରୀର ଜୀବନ ନେଇଗଲା ସ୍ୱାମୀ

ଭଦ୍ରକ: ୪ ବର୍ଷ ତଳେ ହୋଇଥିଲା ବାହାଘର । ଅଗ୍ନିକୁ ସାଖି ରଖି ସାରା ଜୀବନ ପାଇଁ ପରସ୍ପର ସାଥି…

16 mins ago

ରାଜ୍ୟରେ ସନ୍ଧ୍ୟା ୫ଟା ସୁଦ୍ଧା ୬୨.୪୬ ପ୍ରତିଶତ ମତଦାନ

ଭୁବନେଶ୍ୱର(କେନ୍ୟୁଜ୍‌): ସରିଲା ଗଣତନ୍ତ୍ରର ମହାପର୍ବ । ଓଡିଶାରେ ଚତୁର୍ଥ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନରେ ୬ଟି ଲୋକସଭା ଓ ୪୨…

2 hours ago

ଭୋଟ ଦେବାକୁ ଆସିଥିବା ବେଳେ ସ୍ତ୍ରୀକୁ ହତ୍ୟାକଲା ନୃଶଂସ ସ୍ବାମୀ

ଭଦ୍ରକ (କେନ୍ୟୁଜ୍‌): ବୁଥ ସାମ୍ନାରେ ହାଣିଲା ସ୍ୱାମୀ । ସ୍ତ୍ରୀକୁ ମେଡିକାଲରେ ମୃତ ଘୋଷଣା କଲେ ଡାକ୍ତର । ତେବେ…

3 hours ago

IT କମ୍ପାନୀର ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳି ଛାରଖାର ହେଲା ଅଫିସ୍‌ ଗୃହ

ପ୍ରବଳ ଗ୍ରୀଷ୍ମ ତାତି ଭିତରେ ଉତ୍ତର ପ୍ରଦେଶର ନୋଏଡାରେ ଲଗାତାର ଅଗ୍ନିକାଣ୍ଡ ଘଟୁଛି । ଗତ ୩ ଦିନ ହେବ…

3 hours ago

ବସ୍‌ ଷ୍ଟାଣ୍ଡରେ ହୁତୁ ହୁତୁ ହୋଇ ଜଳିଗଲା ୪ ଟି ବସ୍‌

ରାୟଗଡ଼ା(କେନ୍ୟୁଜ୍‌): ବସ୍‌ ରେ ଲାଗିଲା ନିଆଁ । ହୁତୁ ହୁତୁ ହୋଇ ବସ୍‌ଷ୍ଟାଣ୍ଡରେ ଜଳିଗଲା ବସ୍‌ । ରାୟଗଡ଼ା ଜିଲ୍ଲା…

4 hours ago

ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲା : ମୃତ୍ୟୁସଂଖ୍ୟା ୯କୁ ବୃଦ୍ଧି

ପୁରୀ(କେନ୍ୟୁଜ୍‌): ପୁରୀ ନରେନ୍ଦ୍ର ପୁଷ୍କରିଣୀ ବାଣ ବିସ୍ଫୋରଣ ମାମଲାରେ ଆଉ ଜଣଙ୍କ ମୃତ୍ୟୁ । ଏଥିସହ ମୃତ୍ୟୁସଂଖ୍ୟା ୯ କୁ ବୃଦ୍ଧି…

4 hours ago