ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲରେ ଏମ.ଆର.ଆଇ ଓ ସିଟି ସ୍କାନ ସେବା ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ

କଟକ(କେ ନ୍ୟୁଜ): କର୍କଟରୋଗୀଙ୍କୁ ମିଳିବ ଉନ୍ନତମାନର ଚିକିତ୍ସା ସୁବିଧା । କଟକସ୍ଥିତ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ଅନୁଷ୍ଠାନରେ ଏମ.ଆର.ଆଇ ଓ ସିଟି ସ୍କାନ ସେବାକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭର୍ଚୁଆଲ ମୋଡ଼ରେ ମୁଖ୍ୟମନ୍ତ୍ରୀ

ନବୀନ ପଟ୍ଟନାୟକ ଏହାର ଉଦଘାଟନ କରିଛନ୍ତି । ମାଗଣାରେ ଏହି ଚିକିତ୍ସା ସୁବିଧା ମିଳିବ। ଆଗକୁ ୧୧ଟି ଜିଲ୍ଲାର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଉପଲବ୍‌ଧ ହେବ ବୋଲି ସୂଚନା ଦେଇଛନ୍ତି । ଏହି କାର୍ଯ୍ୟକ୍ରମରେ କଟକ ଜିଲ୍ଲାପାଳ, କମିଶନର ଓ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସ ଯୋଗ ଦେଇଥିଲେ |

 

 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.