୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଜି ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ସମ୍ପର୍କିତ ଉଚ୍ଚସ୍ତରୀୟ ବୈଠକରେ ଯୋଗଦେବେ

ଭୁବନେଶ୍ୱର: ୫ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ରାଷ୍ଟ୍ରପତି ଭବନରେ ମହାତ୍ମାଗାନ୍ଧୀଙ୍କ ୧୫୦ତମ ଜନ୍ମଜୟନ୍ତୀ ପାଳନ ସମ୍ପର୍କିତ ଉଚ୍ଚସ୍ତରୀୟ କମିଟି ବୈଠକରେ ଯୋଗଦେବେ। ଶୁକ୍ରବାର ଏବଂ ଶନିବାର ମୁଖ୍ୟମନ୍ତ୍ରୀ କେନ୍ଦ୍ର ସରକାରଙ୍କ ନିକଟରେ ବକେୟା ଥିବା ବିଭିନ୍ନ ସହାୟତା ରାଶି ସମ୍ପର୍କିତ ସମୀକ୍ଷା ବୈଠକ କରିବେ। କିଛି କେନ୍ଦ୍ରମନ୍ତ୍ରୀଙ୍କୁ ମଧ୍ୟ ସାକ୍ଷାତ କରିବେ ବୋଲି ସୂଚନା ମିଳିଛି। ରବିବାର ମୁଖ୍ୟମନ୍ତ୍ରୀ ଦିଲ୍ଲୀ ଗସ୍ତ ସାରି ଭୁବନେଶ୍ୱର ଫେରି ଆସିବେ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.