ରାଜ୍ୟ

କରୋନାରେ ମୃତ ୨ସାମ୍ବାଦିକଙ୍କୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ପରିବାରକୁ ମିଳିବ ୧୫ଲକ୍ଷ ଟଙ୍କା

ଭୁବନେଶ୍ବର : କରୋନାରେ ମୃତ ୨ ଜଣ ସାମ୍ବାଦିକଙ୍କୁ ସହାୟତା ଘୋଷଣା । ମୃତ ସାମ୍ବାଦିକଙ୍କ ପରିବାରକୁ ମିଳିବ ୧୫ଲକ୍ଷ ଟଙ୍କା । ଏ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଥିବା ରାଜ୍ୟ ସରକାରଙ୍କ ମିଡିଆ ପରାମର୍ଶଦାତା ମାନସ ମଙ୍ଗରାଜ ଟ୍ଵିଟ୍‌ କରି ସୂଚନା ଦେଇଛନ୍ତି । କରୋନାର ରାଜ୍ୟରେ ଦୁଇ ଜଣ ସାମ୍ବାଦିକ ପ୍ରିୟଦର୍ଶୀ ପଟ୍ଟନାୟକ, କେ.ସିଏଚ ରତ୍ନମଙ୍କ ମୃତ୍ୟୁ ହୋଇଛି ।

Sonalisa

Recent Posts

ଆଜିର ରାଶିଫଳ: ଦିନଟି ଆପଣଙ୍କର କିପରି ବିତିବ ଜାଣନ୍ତୁ

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶକ୍ତିଶାଳୀ ହେବାକୁ ଯାଉଛି । ଆପଣ ଠିକ୍ ସମୟରେ କାର୍ଯ୍ୟ ସମାପ୍ତ କରିବାକୁ…

2 hours ago

ଯାତ୍ରୀବାହୀ ବସ୍ ଓଲଟି ୩ ମୃତ, ୫ ଗୁରୁତର

କନ୍ଧମାଳ :  କନ୍ଧମାଳରେ ଓଲଟିଲା ଯାତ୍ରୀବାହୀ ବସ୍ । ୩ ଯାତ୍ରୀ ମୃତ, ୫୦ରୁ ଅଧିକ ଯାତ୍ରୀ ଆହତ ।…

3 hours ago

ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ, ଥାନାରେ ପୁତୁରା ଅଟକ

ପାଟଣାଗଡ଼ : ପୁତୁରାର ଟାଙ୍ଗିଆ ଚୋଟରେ ଖୁଡି ମୃତ । ଘଟଣା ଘଟିଛି ପାଟଣାଗଡ଼ ଥାନା କୁତୁମୁଣ୍ଡା ଗ୍ରାମରେ ।…

4 hours ago

ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ

ଭୁବନେଶ୍ୱର : ସୋସିଆଲ ମିଡିଆରୁ ହଟିଲା ୪୨୦ ଆପତ୍ତିଜନକ ପୋଷ୍ଟ । ଆଦର୍ଶ ଆଚରଣ ବିଧି ଓ ଆଇନ ଉଲ୍ଲଙ୍ଘନକାରୀ…

6 hours ago

ବସ୍ ସହ ପିକଅପ୍ ଭ୍ୟାନ ଧକ୍କା, ୧୯ ହୋମଗାର୍ଡ ଆହତ

ଭୁବନେଶ୍ୱର : ନିର୍ବାଚନ ଡ୍ୟୁଟିରେ ଯାଉଥିବା ବେଳେ ବସ୍ ଦୁର୍ଘଟଣା । ନିର୍ବାଚନ ଡ୍ୟୁଟିରେ ବଲାଙ୍ଗିରରୁ କେନ୍ଦ୍ରାପଡ଼ାକୁ ବସଟି ଯାଉଥିଲା।…

7 hours ago

ରାଜ୍ୟରେ ବଢୁଛି ତାପମାତ୍ରା, ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର : ରାଜ୍ୟରେ ବଢୁଛି ତାପମାତ୍ରା । ହିଟୱେଭ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।…

7 hours ago