Below header

ପ୍ରଥମ ଜନଜାତି କ୍ରୀଡ଼ା ମହୋତ୍ସବର ଉଦଯାପନୀ ଦିବସରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

୪ଦିନ ଧରି କିଟ୍‌ ବିଶ୍ୱବିଦ୍ୟାଳୟରେ ଚାଲିଥିବା ପ୍ରଥମ ଜନଜାତି କ୍ରୀଡ଼ା ମହୋତ୍ସବର ଆଜି ଉଦଯାପନି ଦିବସ । ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି ।

ଭୁବନେଶ୍ୱର (କେନ୍ୟୁଜ): ୪ଦିନ ଧରି କିଟ୍‌ ବିଶ୍ୱବିଦ୍ୟାଳୟରେ ଚାଲିଥିବା ପ୍ରଥମ ଜନଜାତି କ୍ରୀଡ଼ା ମହୋତ୍ସବର ଆଜି ଉଦଯାପନି ଦିବସ । ଉଦଯାପନୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇଛନ୍ତି ।

ଅନ୍ୟମାନଙ୍କ ମଧ୍ୟରେ ରାଜ୍ୟ ସ୍କୁଲ୍‌ ଓ ଗଣଶିକ୍ଷା ବିଭାଗ ମନ୍ତ୍ରୀ ସୁଦାମ ମାରାଣ୍ଡି, ଉଚ୍ଚଶିକ୍ଷା,ଖାଦ୍ୟ ଯୋଗାଣ, ଖାଉଟି କଲ୍ୟାଣ ଓ ସମବାୟ ବିଭାଗ ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ, ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ, ସଂଖ୍ୟାଲଘୁ, ପଛୁଆବର୍ଗ କଲ୍ୟାଣ ତଥା ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା, କେନ୍ଦ୍ର ସଂସ୍କୃତି ବିଭାଗ ଯୁଗ୍ମ ସଚିବ ସଂଯୁକ୍ତା ମୁଦ୍‌ଗଲ ଏବଂ ରଗ୍‌ବୀ ଇଣ୍ଡିଆ ସଭାପତି ରାହୁଲ ବୋଷ ପ୍ରମୁଖ ଅତିଥି ଭାବେ ଉପସ୍ଥିତ ଅଛନ୍ତି।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.