ଗଞ୍ଜାମ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ବିଧାୟକ ପାଣ୍ଠି, କରୋନା ପାଇଁ ନିଜ ନିର୍ବାଚନମଣ୍ଡଳୀରେ ଖର୍ଚ୍ଚ କରିବାକୁ ଦେଲେ ନିର୍ଦ୍ଦେଶ

ଗଞ୍ଜାମ: ଗଞ୍ଜାମ ଜିଲ୍ଲାପାଳଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ବିଧାୟକ ପାଣ୍ଠି । କରୋନା ପାଇଁ ନିଜ ନିର୍ବାଚନ ମଣ୍ଡଳୀରେ ଯାହା ଖର୍ଚ୍ଚ ହେବ ଏହି ପାଣ୍ଠିରୁ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି । ନିଜ ବିଧାୟକ ପାଣ୍ଠିର ଖର୍ଚ୍ଚ ନିଜ ନିର୍ବାଚନମଣ୍ଡଳୀରେ କରିବାକୁ କହିଛନ୍ତି । ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କୁ ଏହି ପାଣ୍ଠି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.