ନୂଆଖାଇ ଅବସରରେ ପଶ୍ଚିମ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର(କେନ୍ଯୁଜ୍): ନୂଆଖାଇ ଅବସରରେ ପଶ୍ଚିମ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ନୂଆଖାଇ ଭିତରେ ସମସ୍ତଙ୍କୁ କୋଭିଡ ନିୟମ ମାନିବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

ନୂଆଖାଇରେ ମା ସମଲେଇ ସମସ୍ତଙ୍କୁ ସୁଖ, ଶାନ୍ତି ଦିଅନ୍ତୁ ବୋଲି କାମନା କରିଛନ୍ତି।

 

Leave A Reply

Your email address will not be published.