Below header

ବାତ୍ୟା ମୁକାବିଲା ନେଇ ଆଜି ଅପରାହ୍ନ ୪ଟାରେ ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ

କେନ୍ୟୁଜ୍(ବ୍ୟୁରୋ): ରାଜ୍ୟବାସୀଙ୍କୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୪ଟାରେ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ବାତ୍ୟା ୟସ ନେଇ ରାଜ୍ୟବାସୀଙ୍କୁ ବାର୍ତ୍ତା ଦେଇପାରନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପୂର୍ବରୁ ରାଜ୍ୟ ସରକାର ସଫଳତାର ସହ ବାତ୍ୟା ମୁକାବିଲା କରିଛନ୍ତି ।

ଜାତିସଂଘ ଓ ଅର୍ନ୍ତଜାତୀୟ ଗଣମାଧ୍ୟମରେ ପ୍ରଶଂସା ସାଉଁଟିଛି ଓଡ଼ିଶା । ଏବେ କିନ୍ତୁ କୋଭିଡ ଅଧିକ ଚାଲେଞ୍ଜ ସୃଷ୍ଟି କରିଛି । କରୋନା ସହ ବାତ୍ୟା ମୁକାବିଲା ରାଜ୍ୟ ସରକାରଙ୍କ ପାଇଁ ବଡ଼ ଚାଲେଞ୍ଜ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.