ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଉତ୍ସବରେ ତାଙ୍କ ମନ୍ତ୍ରକୁ ମନେ ପକାଇଲେ ମୁଖ୍ୟମନ୍ତ୍ରୀ, ଟ୍ଵିଟ୍‌ କରି କହିଲେ କିଛି ଏମିତି

ଭୁବନେଶ୍ବର: ବିଜୁ ପଟ୍ଟନାୟକଙ୍କ ଶ୍ରାଦ୍ଧ ଉତ୍ସବରେ ତାଙ୍କ ମନ୍ତ୍ରକୁ ମନେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟ୍ଵିଟ୍‌ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, ସବୁବେଳେ ଲୋକଙ୍କ ସହ ରହିବା, ପ୍ରତିଟି ଲୋକଙ୍କ କଲ୍ୟାଣ ଓ ଉନ୍ନତି ପାଇଁ କାର୍ଯ୍ୟ କରିବା ବିଜୁ ବାବୁଙ୍କ ମନ୍ତ୍ର ଥିଲା । ଏହା ଲୋକଙ୍କ ସେବା ପାଇଁ ସର୍ବଦା ଅନୁପ୍ରାଣିତ କରିଆସିଛି ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.