କେନ୍ୟୁଜ୍: ଆସନ୍ତାକାଲି ସରୁଛି ମନ୍ତ୍ରୀମାନଙ୍କର ଡେଡ୍ଲାଇନ୍। ଦ୍ୱିତୀୟ ମାସରେ କିଏ କଣ କଲେ ତାହାର ରିପୋର୍ଟ କାର୍ଡ ଦେବେ ମନ୍ତ୍ରୀ। ଏଥିପାଇଁ ସବୁ ବିଭାଗ ମନ୍ତ୍ରୀ ନିଜ ନିଜ ରିପୋର୍ଟ କାର୍ଡ ପ୍ରସ୍ତୁତ କରିବାରେ ବ୍ୟସ୍ତ। ଆଗାମୀ ମାସରେ କଣ ସବୁ କାର୍ଯ୍ୟକ୍ରମ ହାତକୁ ନେବେ ତାହାର ମଧ୍ୟ ତଥ୍ୟ ରଖିବେ ମନ୍ତ୍ରୀ। ଗତ ମାସର ରିପୋର୍ଟ କାର୍ଡ ୭ ତାରିଖ ସୁଦ୍ଧା ଦେବାକୁ ମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ଏଥିପାଇଁ ପ୍ରସ୍ତୁତ ଥିବା କହିଛନ୍ତି ଖଣି ଓ ଗଣଶିକ୍ଷା ମନ୍ତ୍ରୀ ।
ମେଷ: ଲାଭ ବଢ଼ିବ ଏବଂ ଆୟରେ ବୃଦ୍ଧି ଘଟିବ । କୌଣସି ନୂଆ ଆଇଡିଆ ଆପଣଙ୍କୁ ଆଗକୁ ନେବାରେ ସହାୟକ…
ଆଳି : ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଦିନ ମଜୁରିଆଙ୍କ ମୃତ୍ୟୁ ଘଟିଛି । କ୍ଷତିପୁରଣ ଦାବିରେ କଟକ-ଚାନ୍ଦବାଲି…
ବ୍ୟାଟେରୀ ଗାଡିରୁ ସର୍ଟ ସର୍କିଟ ହୋଇ ଫାଟିଗଲା ଗ୍ୟାସ ଟାଙ୍କି ଜଳିଗଲା ଘର । ବାରିପଦା ସଦର ଥାନା ଅନ୍ତର୍ଗତ…
କେନ୍ୟୁଜ (ବ୍ୟୁରୋ) : ଆଜି ମୋହନ ମାଝୀଙ୍କ ସରକାରରେ ମନ୍ତ୍ରୀମାନଙ୍କୁ ବିଭାଗ ବଣ୍ଟନ କରାଯାଇଛି । ମୁଖ୍ୟମନ୍ତ୍ରୀ ନିଜ ପାଖରେ…
ସୋର: ଥାନା ସମ୍ମୁଖରେ ହୋହାଲ୍ଲା ପାଟିତୁଣ୍ଡ । କମ୍ପୁଛି ସ୍ଥାନୀୟ ଅଞ୍ଚଳ । ଆପଣ ଭାବୁଥିବେ ଥାନା ସମ୍ମୁଖରେ ଏତେ…
ପୁରୀ : ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଜେଟିପିଙ୍କୁ ଭକ୍ତଙ୍କ ଆକ୍ରମଣ ଅଭିଯୋଗ । ଆହତ ଜେଟିପି ହେଉଛନ୍ତି ଲଷ୍ମୀଧର ଉପାଧ୍ୟାୟ…