ଭୁବନେଶ୍ବର(କେନ୍ୟୁଜ୍): ଶ୍ରୀମନ୍ଦିର ସୁରକ୍ଷା ପାଇଁ ପୁରୀବାସୀଙ୍କ ତ୍ୟାଗକୁ ଏ ଜାତି କେବେ ବି ଭୁଲିବ ନାହିଁ। ଟ୍ଵିଟ୍ କରି ଏହି କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ସହ କହିଛନ୍ତି କି, ଆପଣମାନଙ୍କ ସୁବିଧା ଓ କ୍ଷତିର ଭରଣା ପାଇଁ ସରକାର ସବୁ ବେଳେ ସାଥିରେ ରହିଛି। ଏଥି ସହିତ ସଂସ୍କୃତିର ପ୍ରତୀକ ମଠ ଐତିହ୍ୟ ଓ କୀର୍ତ୍ତିରାଜିର ପୁନର୍ବିକାଶ ଓ ଦେବାଦେବୀଙ୍କ ଗାଦିର ସଂରକ୍ଷଣ ଦିଗରେ ଘୋଷଣା ହୋଇଥିବା ପ୍ୟାକେଜ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…
ଭୁବନେଶ୍ୱର: ବଦଳିଲା ପାଣିପାଗର ମିଜାଜ। ରାଜଧାନୀର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା । ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା…
ଭୁବନେଶ୍ୱର: ଓଡ଼ିଶାକୁ ମଦ ମୁକ୍ତ କରିବା ପାଇଁ ଯୋଜନା । ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀଙ୍କ ବଡ଼…
ପ୍ରତି ବର୍ଷ ୩୦ ଲକ୍ଷ ଲୋକଙ୍କର ମଦ ପାଇଁ ଯାଉଛି ଜୀବନ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ମଙ୍ଗଳବାର ଏହା…
ଆଇସିସି ଟି୨୦ ବିଶ୍ୱ ସେମିଫାଇନାଲରେ ପ୍ରବେଶ କରି ଇତିହାସ ରିଚିଛି ଆଫଗାନିସ୍ତାନ ଟିମ୍ । ଅଷ୍ଟ୍ରେଲିଆକୁ ହରାଇ ଟି୨୦ ବିଶ୍ୱକପରୁ…
ପୁରୀ: ରଥଯାତ୍ରା ଦେଖିବେ ରାଷ୍ଟ୍ରପତି । ୭ ଓ ୮ ତାରିଖ ଦୁଇ ଦିନ ପୁରୀରେ ରହି ଶ୍ରୀଜିଉଙ୍କୁ ଦର୍ଶନ…