ପବିତ୍ର ବୁଦ୍ଧ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପବିତ୍ର ବୁଦ୍ଧ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଭୁ ବୁଦ୍ଧଙ୍କ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁରକ୍ଷିତ ହେଉ ବୋଲି ସେ କହିଛନ୍ତି।

କିସ ପରିସରରେ ପାଳିତ ହୋଇଛି ବୁଦ୍ଧ ଜୟନ୍ତୀ

kissକିସ୍‌ରେ ପାଳିତ ହୋଇଛି ବୁଦ୍ଧ ଜୟନ୍ତୀ । ଏହି ଅବସରରେ କିସ ପରିସରରେ ଥିବା ଭଗବାନ ବୁଦ୍ଧଙ୍କ ମୂର୍ତ୍ତିରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ତଥା ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ପୁଷ୍ପ ମାଲ୍ୟାପର୍ଣ କରିଥିଲେ । ସାମାଜିକ ଦୂରତା ରଖାଯାଇ ବୁଦ୍ଧ ଜୟନ୍ତୀ ପାଳନ କରାଯାଇଥିଲା । କାଯ୍ୟର୍କ୍ରମରେ କିଟ୍‌ ଓ କିସ୍‌ର ସମ୍ପାଦକ ଆର.ଏନ୍‌ ଦାସ, କିସ୍‌ର ସିଇଓ ଡକ୍ଟର ପି.କେ ରାଉତରାୟ, ସିଓଓ ସୂର୍ଯ୍ୟକାନ୍ତ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.