ରାଜ୍ୟ

ପବିତ୍ର ବୁଦ୍ଧ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପବିତ୍ର ବୁଦ୍ଧ ପୂର୍ଣ୍ଣିମା ଅବସରରେ ସମସ୍ତଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରଭୁ ବୁଦ୍ଧଙ୍କ ଆଶୀର୍ବାଦରୁ ପ୍ରତିଟି ଜୀବନ ସୁରକ୍ଷିତ ହେଉ ବୋଲି ସେ କହିଛନ୍ତି।

କିସ ପରିସରରେ ପାଳିତ ହୋଇଛି ବୁଦ୍ଧ ଜୟନ୍ତୀ

କିସ୍‌ରେ ପାଳିତ ହୋଇଛି ବୁଦ୍ଧ ଜୟନ୍ତୀ । ଏହି ଅବସରରେ କିସ ପରିସରରେ ଥିବା ଭଗବାନ ବୁଦ୍ଧଙ୍କ ମୂର୍ତ୍ତିରେ କିଟ୍‌ ଓ କିସ୍‌ ପ୍ରତିଷ୍ଠାତା ତଥା ସାଂସଦ ଡକ୍ଟର ଅଚ୍ୟୁତ ସାମନ୍ତ ପୁଷ୍ପ ମାଲ୍ୟାପର୍ଣ କରିଥିଲେ । ସାମାଜିକ ଦୂରତା ରଖାଯାଇ ବୁଦ୍ଧ ଜୟନ୍ତୀ ପାଳନ କରାଯାଇଥିଲା । କାଯ୍ୟର୍କ୍ରମରେ କିଟ୍‌ ଓ କିସ୍‌ର ସମ୍ପାଦକ ଆର.ଏନ୍‌ ଦାସ, କିସ୍‌ର ସିଇଓ ଡକ୍ଟର ପି.କେ ରାଉତରାୟ, ସିଓଓ ସୂର୍ଯ୍ୟକାନ୍ତ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

KNews Bureau

Recent Posts

ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ

ପୁରୀ: ରତ୍ନ ଭଣ୍ଡାର ତୁରନ୍ତ ମରାମତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । ଚିଠି ଲେଖି ଅନୁରୋଧ କଲେ ବାଲୁକା ଶିଳ୍ପୀ…

22 mins ago

ଅତିଶୀଙ୍କୁ ଦେଖିବା ପାଇଁ ହସ୍ପିଟାଲରେ ପହଞ୍ଚିଲେ ଅଖିଳେଶ ଯାଦବ, ପଚାରି ବୁଝିଲେ ସ୍ୱାସ୍ଥ୍ୟାବସ୍ଥା

ଦିଲ୍ଲୀର ଜଳ ଓ ଶିକ୍ଷା ମନ୍ତ୍ରୀ ଅତିଶୀ ବର୍ତ୍ତମାନ ହସ୍ପିଟାଲରେ ଅଛନ୍ତି । ତାଙ୍କ ସ୍ୱାସ୍ଥ୍ୟାବସ୍ଥା ବିଷୟରେ ପଚାରି ବୁଝିବା…

25 mins ago

ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର

ଯାଜପୁର ଟାଉନ : ଚାରି ଫୁଟ୍ ଲମ୍ବର ନାଗ ସହ ସାତଟି ନାଗ ଛୁଆ ଉଦ୍ଧାର । ଦଶରଥପୁର ବ୍ଲକ…

31 mins ago

ପରିତ୍ୟକ୍ତ ଘରେ ଅଳିଆ ହୋଇ ପଡିରହିଛି କୁଢ଼ କୁଢ଼ ସାଲାଇନ ଓ ଦରକାରୀ ଇଞ୍ଜେକସନ୍

ଉଦଳା:  ଅଳିଆ ଭାବେ ପଡିଛି କୁଢ଼ କୁଢ଼ ସାଲାଇନ ଓ ଇଞ୍ଜେକସନ୍ । କିଛି ଏକ୍ସପାଏରୀ ହୋଇଛି ତ ଆଉ…

40 mins ago

ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ପୁଣି ଝଟକା, ଇଡି ପରେ ସିବିଆଇ କଲା ଗିରଫ

ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ଵାଲଙ୍କୁ ଗିରଫ କରିଛି ସିବିଆଇ । ଅବକାରୀ ନୀତି ଦୁର୍ନୀତି ମାମଲାରେ ତାଙ୍କୁ ଅଦାଲତରୁ ଗିରଫ…

40 mins ago

ସୁନ୍ଦରଗଡ଼ ଜିଲ୍ଲା କୁଢେଇକଳା ବିଟର ବନଲତା ଗାଁରୁ ବଜ୍ରକାପ୍ତା ଉଦ୍ଧାର

ସୁନ୍ଦରଗଡ଼ : ବଜ୍ରକାପ୍ତା ଉଦ୍ଧାର । ସୁନ୍ଦରଗଡ଼ ଜିଲ୍ଲା କୁଳିପୋଷ ରେଞ୍ଜର କୁଢେଇକଳା ବିଟର ବନଲତା ଗାଁରୁ ଉଦ୍ଧାର କରାଯାଇଛି…

58 mins ago