ରାଜ୍ୟ

ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ

କେନ୍ୟୁଜ୍(ବ୍ୟୁରୋ):  ଆଜିଠୁ ତିନି ଦିନିଆ ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ପ୍ରଧାନମନ୍ତ୍ରୀଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ରାଜ୍ୟ ସ୍ୱାର୍ଥ ସମ୍ବଳିତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୧୨ଟାରେ ଦିଲ୍ଲୀରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ।

ଅପରାହ୍ନ ୪ଟାରୁ ୪ଟା ୩୦ ମିନିଟରେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ । ସେହିଭଳି ଆସନ୍ତାକାଲି ବିଭିନ୍ନ ଯୋଜନା ନେଇ କେନ୍ଦ୍ର ସରକାରଙ୍କ ଅଧିକାରୀଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ । ଜୁନ ୧ ତାରିଖ ସାଢ଼େ ଗୋଟାଏରେ ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର ଫେରିବେ ।

 

KNews Bureau

Recent Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ହାତ ମିଳାଇଲେ ରାହୁଲ ଗାନ୍ଧି, ସଂସଦରେ ସମସ୍ତଙ୍କ ଧ୍ୟାନ ଆକର୍ଷିତ କଲା ଦୃଶ୍ୟ

ଲୋକସଭା ନିର୍ବାଚନ ପ୍ରଚାର ସମୟରେ ପରସ୍ପରକୁ କଟାକ୍ଷ କରୁଥିବା ନେତା ସଂସଦରେ ଆଜି ଭିନ୍ନ ରୂପରେ ନଜର ଆସିଥିଲେ ।…

3 mins ago

ଦେଢ଼ ବର୍ଷ ହେଲା ଦୋକାନକୁ ସିଲ୍‌ କରିଛି ପୋଲିସ, ହେଲେ ଭିତରୁ ଖୋଳ କଲେ ଚୋର

କଣ୍ଟାବାଞ୍ଜି : କଂଟାବାଞ୍ଜି-ବଲାଙ୍ଗୀର ରାସ୍ତାରେ ଥିବା ଏକ ଠିପି ଖୋଲା ବିଦେଶୀ ମଦ ଦୋକାନରୁ ଚୋରୀ ହୋଇଥିବା ନେଇ କଣ୍ଟାବାଞ୍ଜି…

13 mins ago

ରଥଯାତ୍ରାର ଦ୍ଵିତୀୟ ସମନ୍ୱୟ କମିଟି ବୈଠକ, ସମସ୍ତଙ୍କ ସହଯୋଗରେ ହେବ ୨ ଦିନ ରଥଯାତ୍ରା

ପୁରୀ : ଆସନ୍ତା ୭ ତାରିଖରେ ପୁରୀ ବିଶ୍ବପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ଦୁଇ ଦିନ ରଥଯାତ୍ରା ।…

16 mins ago

ପ୍ୟାରିସ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍‌ ଘୋଷଣା, ଓଡିଆ ଖେଳାଳି ଅମିତ ରୋହିଦାସଙ୍କୁ ସୁଯୋଗ

ଜୁଲାଇରେ ହେବାକୁ ଥିବା ପ୍ୟାରିସ୍ ଅଲିମ୍ପିକ୍ସ ପାଇଁ ଭାରତୀୟ ହକି ଟିମ୍ ଘୋଷଣା ହୋଇଛି । ହରମନପ୍ରୀତ ସିଂହଙ୍କ ନେତୃତ୍ୱରେ…

49 mins ago

ବର୍ଷାରେ ଜଳମଗ୍ନ ରାଜଧାନୀ, ଯାତାୟାତ ବାଧାପ୍ରାପ୍ତ

ଭୁବନେଶ୍ୱର: ଗରମ ଓ ଗୁଳୁଗୁଳିରୁ ମିଳିଲା ଆଶ୍ବସ୍ତି । ଭୁବନେଶ୍ବର ଓ କଟକରେ ଝଡ଼ପବନ ସହ ବର୍ଷା । ରାଜଧାନୀର…

51 mins ago

ସେଲଫି ନେବା ସମୟରେ ଫ୍ୟାନ୍ସଙ୍କୁ ଧକ୍କା ମାରିଲେ ଧନୁଷଙ୍କ ବଡିଗାର୍ଡ, ଭାଇରାଲ ହେଉଛି ଭିଡିଓ

ଫ୍ୟାନ୍ସ ପ୍ରାୟତଃ ବଲିଉଡ ଷ୍ଟାରମାନଙ୍କ ସହିତ ଫଟୋ ଉଠାଇବାକୁ ଏବଂ ଦେଖା କରିବାକୁ ଚାହଁଥାନ୍ତି । ତେବେ ଅନେକ ଥର…

2 hours ago