Below header

ଯାଜପୁର ରୋଡ ଷ୍ଟେସନରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ଘଟଣା: ଗଭୀର ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ଘୋଷଣା କଲେ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି

ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି ୨ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଯାଜପୁର ରୋଡ଼(କେନ୍ୟୁଜ୍):  ଯାଜପୁର ରୋଡ ଷ୍ଟେସନରେ କଟି ୬ ଶ୍ରମିକଙ୍କ ମୃତ୍ୟୁ ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ। ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏଥିସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ୫ ଲକ୍ଷ ଟଙ୍କା ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେହିପରି ୨ ଆହତଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ନିର୍ଦ୍ଦେଶ ଦେବା ସହ ସେମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।


 

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.