ରୋମ୍‌ରେ ପ୍ରବାସୀ ଓଡ଼ିଆଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ

କେନ୍ୟୁଜ୍(ବ୍ୟୁରୋ):   ଆଜି ରୋମ୍‌ରେ ପ୍ରବାସୀ ଓଡ଼ିଆଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ । ପ୍ରବାସୀ ଓଡ଼ିଆଙ୍କ ସହ ଆଲୋଚନା ବେଳେ ଉପସ୍ଥିତ ଥିଲେ ମୁଖ୍ୟମନ୍ତ୍ରୀଙ୍କ ସଚିବ ଭି.କେ ପାଣ୍ଡିଆନ। ଗତକାଲି ଭାଟିକାନ ସିଟିରେ ପୋପ୍‌ ଫ୍ରାନ୍‌ସିସଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ ମୁଖ୍ୟମନ୍ତ୍ରୀ । ୧୦ ଦିନିଆ ବିଦେଶ ଗସ୍ତରେ ଅଛନ୍ତି ନବୀନ ପଟ୍ଟାନୟକ । ରୋମ୍‌ ପରେ ଦୁବାଇ ଯିବେ ମୁଖ୍ୟମନ୍ତ୍ରୀ । ୨୯ ତାରିଖରେ ଦୁବାଇରେ ଓଡ଼ିଶା ଇନଭେଷ୍ଟର୍ସ ମିଟରେ ଯୋଗ ଦେବେ ।..

 
KnewsOdisha ଏବେ WhatsApp ରେ ମଧ୍ୟ ଉପଲବ୍ଧ । ଦେଶ ବିଦେଶର ତାଜା ଖବର ପାଇଁ ଆମକୁ ଫଲୋ କରନ୍ତୁ ।
 
Leave A Reply

Your email address will not be published.