ରାଜ୍ୟ

ଜାପନରେ ନିପ୍ପନ ଷ୍ଟିଲର ଡାଇରେକ୍ଟରଙ୍କ ସହ ସାକ୍ଷତ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କେନ୍ୟୁଜ୍(ବ୍ୟୁରୋ): ଆଜି ଜାପାନରେ ପହଞ୍ଚିଛନ୍ତି  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟୋକିଓ ବିମାନବନ୍ଦରରେ ଭାରତୀୟ ରାଷ୍ଟ୍ରଦୂତ ସିବି ଜର୍ଜ ଏବଂ ଦୂତାବାସର ବରିଷ୍ଠ ଅଧିକାରୀମାନେ ମୁଖ୍ୟମନ୍ତ୍ରୀଙ୍କୁ ସ୍ୱାଗତ କରିଥିଲେ । ଓଡିଶାକୁ ପୁଞ୍ଜି ନିବେଶକକାରୀଙ୍କୁ ଆକୃଷ୍ଟ କରିବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତ କରିଛନ୍ତି । ତାଙ୍କର ଏହି ଗସ୍ତ ଓଡିଶା ଏବଂ ଜାପାନ ମଧ୍ୟରେ ସମ୍ପର୍କ ସୁଦୃଢ଼ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା  ରଖିଛନ୍ତି । ଜାପାନ ସରକାରଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି। ।

ମୁଖ୍ୟମନ୍ତ୍ରୀଙ୍କର ନିପ୍ପନ ଷ୍ଟିଲ୍ ର ସଭାପତି ତଥା ରିପ୍ରେଜେଣ୍ଟଟିଭ୍ ଡାଇରେକ୍ଟରଙ୍କ ସହିତ ସାକ୍ଷାତ ସହ ଆଲୋଚନା କରିଛନ୍ତି।  ଆସନ୍ତାକାଲି  ଓଡିଶା ବିଜିନେସ୍ ମିଟ୍ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ପ୍ରମୁଖ ଜାପାନୀ ଉଦ୍ୟୋଗୀଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା କରିବେ। ଏହି କାର୍ଯ୍ୟକ୍ରମରେ ୨୦୦ରୁ ଅଧିକ ଶିଳ୍ପପତି ଏବଂ ଉଦ୍ୟୋଗୀ ଯୋଗଦେବେ ।

KNews Bureau

Recent Posts

ପୁଣି ବିବାଦରେ ଶିଳ୍ପା ଶେଟ୍ଟୀ ଏବଂ ରାଜ କୁନ୍ଦ୍ରା, ଠକେଇ ମାମଲାରେ କୋର୍ଟରୁ ମିଳିଛି ନୋଟିସ୍‌

ବଲିଉଡ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ କୁନ୍ଦ୍ରା ଏବଂ ସ୍ୱାମୀ ରାଜ କୁନ୍ଦ୍ରା ପୁଣି ଥରେ ଚର୍ଚ୍ଚାରେ ଅଛନ୍ତି । ଶିଳ୍ପା…

6 mins ago

ବିଜେଡି ସୁପ୍ରିମୋଙ୍କୁ ସାକ୍ଷାତ କଲେ ବରିଷ୍ଠ ନେତା

ବିଜେଡି ସୁପ୍ରିମୋଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ବରିଷ୍ଠ ନେତା । ନବୀନ ନିବାସ ଯାଇ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଦଳର…

7 mins ago

ବିଳମ୍ବିତ ରାତିରେ ଲୁଟ, ସନ୍ଧାନୀ କୁକୁର ସହ ସାଇଣ୍ଟିଫିକ ଟିମର ତଦନ୍ତ ଜାରି

କେନ୍ଦୁଝର(କେନ୍ୟୁଜ): ଲୁଟ୍‌ କରିବା ପାଇଁ ଲୁଟେରାଙ୍କ ଚାଲାକି ବଢ଼ିଚାଲିଛି । ଦିନ ବେଳେ ଚୋରି କରିବା ସ୍ଥାନକୁ ଟାର୍ଗେଟ କରୁୁଛନ୍ତି…

26 mins ago

ଡାକ ବିଭାଗ ନିଯୁକ୍ତିରେ ଜାଲ ସାର୍ଟିଫିକେଟ ଦୁର୍ନୀତି ମାମଲା: ରାଜ୍ୟରେ ୬୭ଟି ସ୍ଥାନରେ ସିବିଆଇ ରେଡ୍‌

ଭୁବନେଶ୍ୱର (କେନ୍ୟୁଜ): ଜାଲ ସାର୍ଟିଫିକେଟ ଦେଇ ଗ୍ରାମୀଣ ଡାକ ସେବକ (GDS) ନିଯୁକ୍ତି ମାମଲାରେ ସିବିଆଇର ବଡ଼ ଧରଣର ତଦନ୍ତ…

2 hours ago

ଆଇସ୍‌କ୍ରିମ୍‌ ଭିତରୁ ବାହାରିଲା ମଣିଷ ଆଙ୍ଗୁଠି, ଅନ୍‌ଲାଇନ ଅର୍ଡର କରିଥିଲେ ଡାକ୍ତରାଣୀ

ଆଇସକ୍ରିମ ଭିତରୁ ବାହାରିଲା ମଣିଷର କଟା ଆଙ୍ଗୁଠି । ମୁମ୍ବାଇର ଜଣେ ମହିଳା ଡାକ୍ତର ଖାଇବା ପାଇଁ ଅନଲାଇନରେ ଆଇସକ୍ରିମ…

2 hours ago

ପୋଖରୀ ପୁନରୁଦ୍ଧାର କାର୍ଯ୍ୟ ବେଳେ ମିଳିଲା ପୁରାତନ ମନ୍ଦିର, ଦେଖିବା ପାଇଁ ଜମୁଛି ଲୋକଙ୍କ ଭିଡ

ନୂଆପଡା (କେନ୍ୟୁଜ): ନୂଆପଡା ଜିଲ୍ଲା କୋମନା ଦେଉଳବନ୍ଧ ପୋଖରୀ ପୁନରୁଦ୍ଧାର କାର୍ଯ୍ୟ ବେଳେ ଏକ ପୁରାତନ ମନ୍ଦିର ଠାବ ହୋଇଛି…

2 hours ago